ଅବ୍ୟବସ୍ଥାରେ ସାପ୍ତାହିକ ହାଟ, ପରିବା ପାଇଁ ଯିବାକୁ ନାକ ଟେକୁଛନ୍ତି ଲୋକେ

ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କାଳୀମନ୍ଦିର ନିକଟସ୍ଥ କଲେଜ ରୋଡ୍‌ଠାରେ କିଛି ମାସ ହେବ ଶନିବାର ସାପ୍ତାହିକ ହାଟର ଶୁଭାରମ୍ଭ ହୋଇଥିଲା। ବର୍ତ୍ତମାନ ଉକ୍ତ ସାପ୍ତାହିକ ହାଟ ଅବସ୍ଥା ଦେଇ ଗତି କରୁଥିବା ଜଣାପଡ଼ିଛି। ବେପାରୀମାନେ ବସିବାକୁ ଭେଣ୍ଡିଂ ଜୋନ ନିର୍ମାଣ କାର୍ଯ୍ୟ ଅର୍ଦ୍ଧ ନିର୍ମିତ ଅବସ୍ଥାରେ ରହିଛି। ପ୍ରାରମ୍ଭରେ ବଜାରର କିଛି ବେପାରୀଙ୍କୁ ନେଇ ତରବରିଆ ଭlବେ ହାଟ ଆରମ୍ଭ ହେଲା ସତ କିନ୍ତୁ ସେଠାକୁ ଅନ୍ୟ ବେପାରୀମାନେ ସେଠାକୁ ଯାଇ ବେପାର କରିବାକୁ ନାକ ଟେକୁଥୁବା ଆଲୋଚନା ହେଉଛି। ଆରମ୍ଭ ହେଲା ବେଳେ ପ୍ରତ୍ୟେକ ଶନିବାର ଅପରାହ୍ନରେ ହାଟ ବସୁଥିବା ବେଳେ କିଛି ଦିନ ସକାଳ ବେଳା ହାଟକୁ ବେପାରୀମାନେ ଯିବାକୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇଥିଲା। କିନ୍ତୁ କୌଣସି ପନିପରିବା ବେପାରୀ ନିୟମିତ ଯାଉନାହାନ୍ତି। ଆଉ କିଛି ବେପାରୀଙ୍କ କହିବା ଅନୁସାରେ ହାଟ ପାଇଁ ଉପଯୁକ୍ତ ସ୍ଥାନ ନୁହଁ। ଆଜି ଜଣେ ପରିବା ବେପାରୀ ଯାଇଥିବା ବେଳେ ପୂରା ହାଟ ଖାଁ ଖାଁ ଥିବା ଦେଖିବାକୁ ମିଳିଥିଲା। ଆସ୍ତେ ଆସ୍ତେ ଏହି ଶନିବାର ସାପ୍ତାହିକ ହାଟ ବନ୍ଦ ହେଇଯିବ ବୋଲି ଆଶଙ୍କା ଦେଖା ଦେଇଛି। ଆଜି ଶନିବାର ଅପରାହ୍ନରେ କାଁଭାଁ ପରିବା ବେପାରୀଙ୍କୁ ଛାଡ଼ିଦେଲେ ଅଧିକାଂଶ ଦୋକାନୀ ବଜାରରେ ନିଜ ପସରା ଧରି ବସିଥିବା ଦେଖିବାକୁ ମିଳିଛି। ହାଟ ପାଇଁ ସ୍ଥାନ ନିରୂପଣ ଠିକ୍‌ ହୋଇ ନ ଥିବା ସହରରେ ଆଲୋଚନା ହେଉଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri