ଗଜପତିରେ ସପ୍ତାହାନ୍ତ ଶଟ୍‌ଡାଉନ୍‌: ରାସ୍ତାଘାଟ ଖାଁ ଖାଁ

ପାରଳାଖେମୁଣ୍ଡି,୨୪।୪(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନୁସାରେ ଶନିବାର ଗଜପତି ଜିଲାର ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍‌ଏସିିରେ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଆରମ୍ଭ ହୋଇଛି । ମେଡିକାଲ ଓ ଅତ୍ୟାବଶ୍ୟକ ସେବାକୁ କଟକଣା ନ ଥିବା ବେଳେ ବିନା କୌଣସି କାରଣ ନ ଥାଇ ଯାତ୍ରା, ସହରରେ ଭ୍ରମଣ ସମ୍ପୂର୍ଣ୍ଣ ବନ୍ଦ କରାଇଛି ଗଜପତି ଜିଲା ପ୍ରଶାସନ ଓ ପୋଲିସ। ଜିଲାରେ କରୋନା ଆରମ୍ଭରୁ ତଥା ପ୍ରଥମ ଲହର ଓ ଦ୍ୱିତୀୟ ଲହରର ସମୁଦାୟ କରୋନା ପଜିଟିଭ୍‌ ସଂଖ୍ୟା ୪୬୧୪ରେ ପହଞ୍ଚିଛି। ସେଥିରୁ ୪୧୫୦ ଜଣ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ୪୪୬ ଜଣ ଚିକିତ୍ସିତ ଓ ସଙ୍ଗରୋଧରେ ରହିଛନ୍ତି । ସେପଟେ ଆଜି ଗୋଟିଏ ଦିନରେ ଜିଲାରେ ୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଗଜପତି ଜିଲା ପ୍ରଶାସନ ତପ୍ତର ହେବା ସହ ପୋଲିସ ଶଟ୍‌ଡାଉନ୍‌କୁ କଡ଼ାକଡ଼ି କରିବା ପାଇଁ ପାରଳାଖେମୁଣ୍ଡି ଓ କାଶୀନଗର ସହରରେ ସମସ୍ତ ସୀମା ସିଲ କରିଛି। ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକ ଉପସ୍ଥିତ ରହି ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri