Categories: Video

ହଟିଲା ସପ୍ତାହନ୍ତ ଶଟଡାଉନ୍‌

ସେପ୍ଟେମ୍ବର ମାସ ପାଇଁ କୋଭିଡ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଏନେଇ ଘୋଷଣା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା । ନୂଆ ଗାଇଡଲାଇନ୍ ଅନୁଯାୟୀ ରାଜ୍ୟର କୌଣସି ସ୍ଥାନରେ ରହିବ ନାହିଁ ସପ୍ତାହନ୍ତ ଶଟଡାଉନ୍‌ ।