ସପ୍ତାହାନ୍ତ ଶଟଡାଉନ: ଶୂନ୍‌ସାନ ଦେବଗଡ଼ ସହର

ଦେବଗଡ଼,୧।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଉଦ୍ଦେଶ୍ୟରେ ସରକାରଙ୍କ ପକ୍ଷରୁ ଘୋଷିତ ୨ ଦିନିଆ ସପ୍ତାହାନ୍ତ ଶଟଡାଉନ ପରିପ୍ରେକ୍ଷୀରେ ଶନିବାର ଦେବଗଡ଼ ସହର ଶୂନ୍‌ଶାନ ରହିଛି। ଶନିବାର ସକାଳେ ଅଳ୍ପ ସମୟ ପର୍ଯ୍ୟନ୍ତ ଦେବଗଡ଼ ପୌରାଞ୍ଚଳରେ କେବଳ କ୍ଷୀର ଦୋକାନଗୁଡିକ ଖୋଲା ରହିଥିଲା। ଦୈନିକ ବଜାର ସମେତ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା ା ଔଷଧ ଦୋକାନ ଏବଂ ଜରୁରୀ ସେବା ଖୋଲା ରହିଥିଲା। ସରକାରଙ୍କ ଶଟଡାଉନ ଆଦେଶକୁ ସମ୍ମାନ ଜଣାଇ ଜନସାଧାରଣ ସ୍ବେଚ୍ଛାକୃତ ଭାବେ ନିଜ ଘରୁ ବାହାରକୁ ବାହାରୁ ନ ଥିବା ଦେଖିବାକୁ ମିଳିଥିଲା। ସେହିପରି ଯାତ୍ରୀବାହୀ ଯାନବାହାନ ଚଳାଚଳ ମଧ୍ୟ ସମ୍ପୂଣ୍ଣର୍ର୍ ଭାବେ ବନ୍ଦ ରହିଥିଲା। ତେବେ ଜରୁରୀକାଳୀନ କାମ ନିମନ୍ତେ ପୌରାଞ୍ଚଳରେ କାଁଭାଁ ଯାନବାହାନ ଚଳାଚଳ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?