‘ଦିବ୍ୟ ୱେଟ୍‌-ଗୋ’ରୁ ମୋଟାପଣ ମୁକ୍ତି ସମ୍ଭବ

ନୂଆଦିଲ୍ଲୀ,୭।୫: ବର୍ତ୍ତମାନ ସମୟରେ ମୋଟାପଣ ଏକ ବଡ଼ ସମସ୍ୟା ଭାବେ ସମାଜରେ ଉଭା ହୋଇଛି। ଉଲ୍ଲେଖଯୋଗ୍ୟ, ମୋଟା ହେବା ସହଜ କିନ୍ତୁ ତାହାକୁ କମାଇବା ଅତ୍ୟନ୍ତ କଠିନ ବ୍ୟାପାର। ଏପରିକି ମୋଟାପଣରୁ ମୁକ୍ତି ପାଇଁ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କ ନେତୃତ୍ୱରେ ପତଞ୍ଜଳି ଅନୁସନ୍ଧାନ ସଂସ୍ଥାନର ବୈଜ୍ଞାନିକମାନେ କଠିନ ପରିଶ୍ରମକରି ଏକ ମୂଲ୍ୟବାନ୍‌ ଆୟୁର୍ବେଦ ଔଷଧ ‘ଦିବ୍ୟ ୱେଟ୍‌-ଗୋ’ ନାମକ ଔଷଧ ପ୍ରସ୍ତୁତ କରିଛନ୍ତି। ଏହି ଔଷଧ ସମ୍ପୂର୍ଣ୍ଣ ଭାବେ ବୈଜ୍ଞାନିକ ମାନଦଣ୍ଡ ଅନୁଯାୟୀ ପ୍ରସ୍ତୁତି ହୋଇଥିବା ବେଳେ ନାନା ପରୀକ୍ଷା ନିରୀକ୍ଷା ମଧ୍ୟ କରାଯାଇଛି। ସେହିଭଳି ପତଞ୍ଜଳିର ଏହି ଗବେଷଣାଭିତ୍ତିକ ଔଷଧ ବିଶେଷକରି ମେଦବହୁଳତା ସମସ୍ୟାର ସାମ୍ନା କରୁଥିବା ଲୋକଙ୍କ ପାଇଁ ବରଦାନ ସଦୃଶ ବୋଲି ପତଞ୍ଜଳି ଅନୁସନ୍ଧାନ ସଂସ୍ଥାନ ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ ପତଞ୍ଜଳି ଅନୁସନ୍ଧାନ ସଂସ୍ଥାନର ପ୍ରମୁଖ ଆଚାର୍ଯ୍ୟ ବାଲକ୍ରିଷ୍ଣା କହିଛନ୍ତି, ପ୍ରତିଦିନ ବ୍ୟାୟାମ ସହିତ ‘ଦିବ୍ୟ ୱେଟ୍‌-ଗୋ’କୁ ସେବନକଲେ ବ୍ୟକ୍ତିଙ୍କର ମୋଟାପଣ ଅତିଶୀଘ୍ର କମିଥାଏ। ଶରୀର ଉପରେ ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟ ପଡ଼ି ନ ଥାଏ। ସେହିଭଳି ଜଣେ ବ୍ୟକ୍ତି ବିନା ବ୍ୟାୟାମରେ ମଧ୍ୟ ‘ଦିବ୍ୟ ୱେଟ୍‌-ଗୋ’ ନେଇପାରିବେ। ସେଥିରେ ମଧ୍ୟ କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ। ଉକ୍ତ ଔଷଧର ସେବନ ଠିକ୍‌ ଭାବେ କଲେ ବ୍ୟକ୍ତିର ଓଜନ କମିଥାଏ। ଅପରପକ୍ଷରେ ଉକ୍ତ ଔଷଧ ସେବନ ଫଳରେ ଓଜନ କମ୍‌ ହେବା ସହ କୋଲେଷ୍ଟରଲ, ଗ୍ଲୂକୋଜ, ସେନ୍‌ସିଟିଭିଟି ମଧ୍ୟ କମ୍‌ ହୋଇ ଇନ୍‌ସୁଲିନ୍‌ ରେଜିଷ୍ଟାନ୍ସ ବି ଠିକ୍‌ ହୋଇଯାଇଥାଏ। ଏହି ଅନୁସନ୍ଧାନ ଆମେରିକାର ବିଶ୍ୱ ପ୍ରସିଦ୍ଧ ରିସର୍ଚ୍ଚ ଜର୍ନାଲ ‘ବାୟୋମେଡିସିନ୍‌ ଆଣ୍ଡ ଫାର୍ମାକୋଥେରାପି’ରେ ମଧ୍ୟ ପ୍ରକାଶିତ ହୋଇଥିବା ବାଲକ୍ରିଷ୍ଣା ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri