ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା: ଗୁଣାତ୍ମକ ଶିକ୍ଷାଦାନର ଅଭିବୃଦ୍ଧି…                

ଦିଗପହଣ୍ଡି,୧୦। ୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ରଙ୍କୁ ମଙ୍ଗଳବାର ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ମହାସଂଘ ଦିଗପହଣ୍ଡି ଶାଖା ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସଂଘର ଶାଖା ସମ୍ପାଦକ ସନ୍ତୋଷ କୁମାର ଗୌଡ଼,ସହ – ସମ୍ପାଦକ ପ୍ରଦୀପ କୁମାର ମହାପାତ୍ର, ଉପସଭାପତି ଦିବାକର ପାଣିଗ୍ରାହୀ, ଉପ ସଭାନେତ୍ରୀ ମମତା ଦେବୀ, କୋଷାଧ୍ୟକ୍ଷ ଶିବଶଙ୍କର ମିଶ୍ର, ଜିଲା କମିଟି ସଭ୍ୟ ସୁଦାମ ଦାସ, ସଭ୍ୟା ନର୍ମଦା ପାତ୍ର, ରାଜ୍ୟ କମିଟି କୋଷାଧ୍ୟକ୍ଷ ସନାତନ ପଟ୍ଟନାୟକଙ୍କ ସମେତ ଶିକ୍ଷକ ପଦ୍ମନାଭ ପଟ୍ଟନାୟକ,କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ବହୁ ସଂଖ୍ୟକ ଶିକ୍ଷୟତ୍ରୀ ଶିକ୍ଷକବୃନ୍ଦ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ସମସ୍ତ ଶିକ୍ଷୟତ୍ରୀଶିକ୍ଷକ ବୃନ୍ଦ କର୍ତ୍ତବ୍ୟନିଷ୍ଠ ଓ ସମୟାନୁବର୍ତ୍ତି ହୋଇ ସମଗ୍ର ଛାତ୍ରସମାଜ ପାଇଁ ପ୍ରେରଣାର ଉତ୍ସ ହେବା ସହ  ବ୍ଲକ ଅଧିନ ସମସ୍ତ ବିଦ୍ୟାଳୟ ମାନଙ୍କରେ ଗୁଣାତ୍ମକ ଶିକ୍ଷାଦାନର କିଭଳି ଅଭିବୃଦ୍ଧି ହୋଇପାରିବ ସେ ନେଇ ସମସ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ।  ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ଅବସର ଗ୍ରହଣ କରିବା ପରେ ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗି ବ୍ଲକ ପଛ ପାହାଡ଼ରେ ଲାଗିଛି ନିଆଁ: ଲିଭାଇବା ପାଇଁ ଜଙ୍ଗଲ ବିଭାଗର ଜୋରଦାର କସରତ,ଏଯାଏ…

ପଟ୍ଟାଙ୍ଗି, ୧୦।୩ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟର ପଛ ଭାଗରେ ଥିବା ପାହାଡ଼ରେ ମଙ୍ଗଳବାର ସାରେ ଭୟାବହ ନିଆଁ ଲାଗିଥିବା ଦେଖିବାକୁ…

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ବିକୁଥିଲେ ଗୋ-ମାଂସ, ଗୁପ୍ତ ସୂଚନା ପାଇ ମାଡ଼ି ବସିଲା ପୋଲିସ

ଅତାବିରା, ୧୦ା୩ (ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଟୋପ ଗ୍ରାମରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର ଗୋ-ମାଂସ ଜବତ କରିବା ସହ…

ସଫଳତାର ସହ ଭଞ୍ଜନଗର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଉଦଯାପିତ

ଭଞ୍ଜନଗର, ୧୦/୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରସିଦ୍ଧ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଦୁଇଦିନ ଧରି ଚାଲିଥିବା ଶିକ୍ଷଣ ସାମଗ୍ରୀ…

ଶିକ୍ଷକ ଅଭାବରୁ ଭୁଶୁଡ଼ିଛି ଶିକ୍ଷା ବ୍ୟବସ୍ଥା: ପରୀକ୍ଷା ବର୍ଜନ କରି ବିରିକୋଟ ବିଦ୍ୟାଳୟରେ ତାଲା ପକାଇଲେ ଶତାଧିକ ଅଭିଭାବକ

ଥୁଆମୂଳ ରାମପୁର, ୧୦ା୩ (ଦୁର୍ଗା କୀର୍ତ୍ତି): ସରକାରଙ୍କ “ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ” ନାରା ଏବେ କଳାହାଣ୍ଡି ଜିଲାରେ ପ୍ରହସନ ପାଲଟିଛି। ଶିକ୍ଷା ବ୍ୟବସ୍ଥାର ଚରମ ଅବହେଳାକୁ…

ଧରିତ୍ରୀ ପ୍ରଭାବ: ଓ୍ବାର୍ଡ ମେମ୍ବର ଉଆଁସୀଙ୍କ ଘରେ ପହଞ୍ଚିଲା ବ୍ଲକ ପ୍ରଶାସନ, ତ୍ୱରିତ କାର୍ଯ୍ୟାନୁଷ୍ଠାନ ପରେ…

ଥୁଆମୂଳ ରାମପୁର, ୧୦।୩ (ଦୁର୍ଗା କୀର୍ତ୍ତି): ଗଣମାଧ୍ୟମର ଶକ୍ତି ଏବଂ ସାମାଜିକ ଦାୟିତ୍ୱବୋଧର ଆଉ ଏକ ବଡ଼ ଉଦାହରଣ ଦେଖିବାକୁ ମିଳିଛି। ’ଧରିତ୍ରୀ’ ସମେତ ବିଭିନ୍ନ ଦୈନିକ…

ବାଇକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଯୁବକଙ୍କୁ ମାଡ଼ି ବସିଲା ଦିଗପହଣ୍ଡି ଅବକାରୀ ବିଭାଗ, ଖାନତଲାସି ପରେ…

ଦିଗପହଣ୍ଡି, ୧୦।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ସଫଳତା ମିଳିଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ…

ବାଇକ୍‌ରେ ସାଙ୍ଗଙ୍କ ସହ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ଚାଲିଗଲା ସାଗରଙ୍କ ଜୀବନ, ଉତ୍ତେଜନା ପରେ…

ଭଞ୍ଜନଗର, ୧୦।୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାହାଣପଲ୍ଲୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri