ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ) ବିଭାଗର ଛାତ୍ରୀଛାତ୍ରଙ୍କ ପାଇଁ ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି।

ବିଦ୍ୟାଳୟର ଅଧ୍ୟକ୍ଷ ହେମନ୍ତ କୁମାର ଚୌଧୁରୀଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ବରିଷ୍ଠ ସାମ୍ବାଦିକ ଭଜଶ୍ୟାମ ସାହୁ, ଅଧ୍ୟାପକ ଗିରିରାଜ ଗହୀର, ନୀଳାମ୍ବର ପାତ୍ର, ଦୁଷ୍ମନ୍ତ ମୀର୍ଦ୍ଧା, ଫାଲ୍ଗୁନୀ ସାହୁ, ଦୀପ୍ତିପ୍ରକାଶ ସାହୁ, ଗୁସନ କୁମାର ନାଗ, ଖେଳ ଶିକ୍ଷକ ଲଲିତ କୁମାର ଦାସ ଓ ଗ୍ରନ୍ଥାଗାରିକ ଚିନ୍ମୟ ରଣା ପ୍ରମୁଖ ଯୋଗଦେଇ ନୂତନ ଛାତ୍ରଛାତ୍ରୀଙ୍କୁ ଶିକ୍ଷା, ଶୃଙ୍ଖଳା ଓ ଭବିଷ୍ୟତ ଗଠନ ସମ୍ପର୍କରେ ଦିଗଦର୍ଶନ ଦେଇଥିଲେ।

ଦ୍ୱିତୀୟ ବର୍ଷର ଛାତ୍ରୀ ଜୟଶ୍ରୀ ବାଗ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଛାତ୍ରୀ କାଜଳ ରଣା ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ରୀ ରୁବି ସାହୁ ଓ ଫାଲ୍ଗୁନୀ ମିଶ୍ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମର ସଫଳ ଆୟୋଜନରେ ଅନୁଷ୍ଠାନର କର୍ମଚାରୀ ସୌମ୍ୟରଞ୍ଜନ ତ୍ରିପାଠୀ, ଜଗଦିଶ ଭୋଇ, ନାରାୟଣ ଗହୀର, ଯୋଗେନ୍ଦ୍ର ବେହେରା, ପାଣ୍ଡବ ହରିଜନ, କଳ୍ପନା ରଣା ପ୍ରମୁଖ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

ଗାଁରେ ଚାଞ୍ଚଲ୍ୟ: ଘରେ ଆତ୍ମହତ୍ୟା କଲେ ନାବାଳିକା, ପୋଲିସ ପହଞ୍ଚି…

ଗୁଣପୁର,୧୦।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହରର ପୁରୁଣା ଗୁଣପୁର ଉପର ସଉରା ସାହିରେ ଜଣେ ୧୪ ବର୍ଷୀୟା ନାବାଳିକା ଘରେ ଆତ୍ମହତ୍ୟା କରିଥିବା ଘଟଣା ଘଟିଛି।…

ଘର ତାଲା ଭାଙ୍ଗି ଚୋରି: ୩୦ ଭରି ସୁନା ଅଳଙ୍କାର, ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ….

ଦିଗପହଣ୍ଡି,୧୦|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧ ନଂ ୱାର୍ଡ ରାଜପୁର ରୋଡରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ…

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri