Posted inଖେଳ

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପଡିଲା ହାତଗଣ୍ଠି

ୱେଷ୍ଟଇଣ୍ଡିଜ ଏବଂ ଆଇପିଏଲର ପଞ୍ଜାବ କିଙ୍ଗ୍ସ ବ୍ୟାଟ୍ସମ୍ୟାନ ନିକୋଲାସ ପୁରନ ତାଙ୍କ ପ୍ରେମିକା କ୍ୟାଥରିନ ମିଗୁଲଙ୍କୁ ବିବାହ କରିଛନ୍ତି। ନିକୋଲାସ ବିବାହ ଫଟୋ ଶେୟାର କରି ଲେଖିଛନ୍ତି ଯେ, ଯୀଶୁ ମୋତେ ଅନେକ ଜିନିଷରେ ସମ୍ମାନିତ କରିଛନ୍ତି। କିନ୍ତୁ ମୋ ଜୀବନରେ, ତୁମଠାରୁ ଭଲ କିଛି ନାହିଁ। ଶ୍ରୀ ଏବଂ ଶ୍ରୀମତୀ ପୁରନଙ୍କୁ ସ୍ବାଗତ। ଏଥି ସହିତ କ୍ୟାଥରିନ ମିଗୁଲ ମଧ୍ୟ ବିବାହର କିଛି ଫଟୋ ଶେୟାର କରିଛନ୍ତି। କେଏଲ ରାହୁଲ, ମୟଙ୍କ ଅଗ୍ରୱାଲ, କ୍ରିସ ଗେଲ, ଡେଭିଡ ୱାର୍ଣ୍ଣର, ଜିମି ନିଶାମ, କିରନ ପୋଲାର୍ଡଙ୍କ ସମେତ ସମସ୍ତ କ୍ରିକେଟର ତାଙ୍କୁ ବିବାହ ଅଭିନନ୍ଦନ ଜଣାଇଛନ୍ତି।

 वेस्टइंडीज के बल्लेबाज निकोलस पूरन शादी की तस्वीर शेयर करते हुए ने लिखा, जीजस ने जीवन में मुझे कई चीजों से नवाजा है. लेकिन मेरी जिंदगी में तुम्हारे से बढ़कर कुछ भी नहीं. मिस्टर और मिसेज पूरन का स्वागत कीजिए. वहीं कैथरीन मिगुल ने भी शादी की कुछ तस्वीरें शेयर की हैं. (Nicholas pooran/Instagram)
କିଛି ଦିନ ପୂର୍ବରୁ ଭାରତରେ କରୋନାର ଦ୍ୱିତୀୟ ଲହର ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଥିଲା। ଏହା ପରେ ସମସ୍ତ ବିଦେଶୀ ଖେଳାଳି ନିଜ ନିଜ ଦେଶକୁ ଫେରିଗଲେ। ଏହି ସଙ୍କଟରେ ଭାରତକୁ ସାହାଯ୍ୟ କରିବା ପାଇଁ ପୁରନ ତାଙ୍କର ଆଇପିଏଲ ବେତନର ଏକ ଅଂଶ ଦାନ କରିବାକୁ ଘୋଷଣା କରିଥିଲେ। ଇଣ୍ଡିଆନ ପ୍ରିମିୟର ଲିଗ ସମୟରେ କ୍ୟାଥରିନ ନିକୋଲାସଙ୍କ ସହ ରହିଥା’ନ୍ତି । ପଞ୍ଜାବ କିଙ୍ଗ୍ସ ମ୍ୟାଚ ସମୟରେ କ୍ୟାଥରିନ ଦଳ ଏବଂ ନିକୋଲାସଙ୍କୁ ଉତ୍ସାହିତ କରୁଥିବା ଦେଖିବାକୁ ମିଳେ। ତେବେ, ଆଇପିଏଲ ୨୦୨୧ରେ ପୁରନ କିଛି ବିଶେଷ କରିପାରି ନ ଥିଲେ। ୪ କୋଟି ଟଙ୍କାର ଏହି ବ୍ୟାଟ୍ସମ୍ୟାନ ସେ ସାତୋଟି ମ୍ୟାଚରେ ମାତ୍ର ୨୮ ରନ ସ୍କୋର କରିଥିଲେ। ନିକୋଲାସ ଏବଂ କ୍ୟାଥରିନ୍‌ ଗତ ବର୍ଷ ନଭେମ୍ବରରେ ନିର୍ବନ୍ଧ କରିଥିଲେ।

 कुछ वक्त पहले इंडियन प्रीमियर लीग को भारत में कोरोना की दूसरी लहर की वजह से अनिश्चितकाल के लिए स्थगित कर दिया गया था. इसके बाद सभी विदेशी खिलाड़ी अपने-अपने स्वदेश लौट गए थे. पूरन ने इस संकट की घड़ी में भारत की मदद करने के लिए अपने आईपीएल वेतन का एक हिस्सा दान करने का ऐलान किया है. (Nicholas pooran/Instagram)


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri