ନିର୍ବନ୍ଧ ପାଇଁ ଯାଉଥିଲେ: ଜଳ ଭଣ୍ଡାରରେ ଅଟକି ଗଲା ଲଞ୍ଚ

ଭବାନୀପାଟଣା/ଜୟପାଟଣା,୨୧।୧: କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରେ ୭ଜଣଙ୍କୁ ଧରି ଯାଉଥିବା ଏକ ଲଞ୍ଚ ଗୁରୁବାର ଅଟକି ଯାଇଥିଲା। ହେଲେ ଏକ ଆମ୍ବୁଲାନ୍ସ ଡଙ୍ଗା ପହଞ୍ଚି ୭ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଇନ୍ଦ୍ରାବତୀ ଜଳଭଣ୍ଡାର ମଧ୍ୟରେ ଥୁଆମୂଳ ରାମପୁର ବ୍ଲକ ପୋଡାପଦର ପଞ୍ଚାୟତର ୧୭ ଖଣ୍ଡ ଗ୍ରାମ ରହିଛି। ଗ୍ରାମବାସୀଙ୍କ ଯିବା ଆସିବା ପାଇଁ ଏକ ଦେଶି ଲଞ୍ଚ ରହିଛି। ସୂଚନା ଯୋଗ୍ୟ, ଗୁରୁବାର ନବରଙ୍ଗପୁର ଜିଲା ବିଜ୍ରାଗୁଡ଼ା ଗ୍ରାମର ୭ଜଣ ଲୋକ ଏକ ନିର୍ବନ୍ଧ କାମରେ ଯୋଗ ଦେବାକୁ ଉପରପଙ୍ଗା ଗ୍ରାମକୁ ଲଞ୍ଚ ଯୋଗେ ଯାଉଥିଲେ। ହେଲେ ମଧ୍ୟାହ୍ନରେ ଜଳଭଣ୍ଡାର ମଝିରେ ଲଞ୍ଚଟି ଖରାପ ହୋଇଯାଇଥିଲା। ଲଞ୍ଚରେ ଥିବା ୭ଜଣ ଭୟଭିତ ଅବସ୍ଥାରେ ଅଠକି ରହିଥିଲେ। ଦୀର୍ଘ ସମୟ ପରେ ଏକ ଆମ୍ବୁଲାନ୍ସ ଡଙ୍ଗା ରୋଗୀଙ୍କୁ ଆଣିବା ପାଇଁ ଘୁଟୃଖାଲ ଅଭିମୁଖେ ଯାଉଥିଲା। ଡଙ୍ଗାକୁ ଦେଖି ଲୋକେ ଉଦ୍ଧାର କରିବାକୁ ଡାକ ପକାଇଥିଲେ। ପରେ ଆମ୍ବୁଲାନ୍ସ ଡଙ୍ଗା ପହଞ୍ଚି ଲଞ୍ଚରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ...

ହ୍ରାସ ପାଉଛି ଚଣ୍ଡିଆ ପାହାଡ଼ ପରିସୀମା

ଚଣ୍ଡିଖୋଲ, ୨୯।୧୨ (ଡି.ଏନ.ଏ.): ଦିନକୁ ଦିନ କମି ଚାଲିଛି ଚଣ୍ଡିଆ ପାହାଡ଼ର ଉଚ୍ଚତା ା ତାର ବ୍ୟାସାର୍ଦ୍ଧ ବି ହ୍ରାସ ପାଇବାରେ ଲାଗିଛି ା ଆଉ...

ଖୋଳାଗଲା ଏମାର ମଠ: ହେଲେ ମିଳିଲାନି କିଛି

ପୁରୀ ଅଫିସ,୪।୨: ବହୁ ଚର୍ଚ୍ଚିତ ଏମାର ମଠର ଶୁକ୍ରବାର ପୁଣିଥରେ ଯାଞ୍ଚ କରାଯିବା ସହ ଖନନ କାର୍ଯ୍ୟ କରାଯାଇଥିଲା। ଗତବର୍ଷ ସେପ୍ଟେମ୍ବର ୧୬ରେ ଏମାର ମଠରେ...

ନିର୍ବାଚନକୁ ମାତ୍ର ୬ ଦିନ ବାକି, ବିଜେପୁରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୬ଦିନ ବାକି। ତେବେ ଉପର୍ନିବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳିତଭାବେ ସମାପନ କରିବା ପାଇଁ...

ପେଣ୍ଟିଂ ଆର୍ଟିଷ୍ଟଙ୍କ ଜୀବନ ଦୁର୍ବିଷହ: ଫ୍ଲେକ୍ସ, ଷ୍ଟିକର ଲଗାଇ ଅନୁଦାନ ହଡ଼ପ ଉଦ୍ୟମ

ନୟାଗଡ଼ ଅଫିସ,୧୧ା୨: ସହରର ସୌନ୍ଦର୍ଯ୍ୟକରଣ ଓ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ପ୍ରାଚୀରରେ ବିଜ୍ଞାପନ ଲେଖାଯାଉଛି। ଏଥିଲାଗି ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କାର ଅନୁଦାନ...

ଚନ୍ଦକାରେ ହେବ ହସ୍ତୀ ଥଇଥାନ କେନ୍ଦ୍ର

ଭୁବନେଶ୍ୱର,୧୬।୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟର କୁମାରଖୁଣ୍ଟିଠାରେ ହସ୍ତୀ ଥଇଥାନ କେନ୍ଦ୍ର ସ୍ଥାପନ ହେବ। ସାଢ଼େ ଦଶ ହେକ୍ଟର ପରିମିତ ସ୍ଥାନରେ ପ୍ରାୟ ୬ କୋଟି ଟଙ୍କା...

କରୋନା ଭୟ, ଫିକା ପଡ଼ିଲା ହୋଲି: ଶୁଭେଚ୍ଛା ବାର୍ତ୍ତାରେ ଅଟକିଲା

ଦାରିଙ୍ଗବାଡ଼ି,୧୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ହୋଲିପର୍ବ କେବଳ ଶୁଭେଚ୍ଛା ବାର୍ତ୍ତାରେ ଅଟକି ରହିଛି ।  ଜଣେ ଜଣକୁ ଶୁଭେଚ୍ଛା ବାର୍ତ୍ତାକୁ ସୋସିଆଲ...

ବାରିପଦାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ବାରିପଦା ଅଫିସ, ୪ା୫- ଭୁବନେଶ୍ୱରସ୍ଥିତ ସୋଏମ ଆଇ ଫାଉଣ୍ଡେସନ ପକ୍ଷରୁ ମୟୂରଭଞ୍ଜ ଜିଲାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ରାଜ୍ୟ ସଚିବାଳୟରେ ଭିଡ଼ିଓ କନଫରେନ୍ସିଂ...

Advertisement
Archives

Model This Week