ଶାଓମି ଇଣ୍ଡିଆ ସହ ୱିର ସହଭାଗିତା

ନୂଆଦିଲ୍ଲୀ,୩୧।୩:ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ଶାଓମି ଇଣ୍ଡିଆ ସହ ଭୋଡାଫୋନ୍‌-ଆଇଡିଆ (ୱି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ସ୍ଥାପନ କରାଯାଇଛି। ବିଶେଷକରି ଗ୍ରାହକମାନଙ୍କୁ ନିରବଚ୍ଛିନ୍ନ ୫ଜି ଅନୁଭୂିତି ପ୍ରଦାନ କରିବା ଲାଗି ଉକ୍ତ ବୁଝାମଣା ହୋଇଥିବା ଜଣାପଡ଼ିଛି। ଏପରିକି ୱି ପକ୍ଷରୁ ୫ଜି ସେବା ଆରମ୍ଭ ହେବା ପରେ ୱି ୫ଜିରେ ଶାଓମି ଓ ରେଡ୍‌ମି ଗ୍ରାହକମାନେ ଉନ୍ନତ ଡାଟା ଅନୁଭୂତି ପାଇପାରିବେ। ସେହିଭଳି ୱି ୫ଜିରେ ଶାଓମି ଓ ରେଡ୍‌ମିର ୧୮ପ୍ରକାର ଡିଭାଇସ୍‌କୁ ପରୀକ୍ଷା ସହ ଏଫ୍‌ଓଟିଏ ଅପ୍‌ଡେଟ୍‌ ପରେ ଏହା ନେଟ୍‌ୱର୍କକୁ ସମର୍ଥନ କରିବ। ବିଶେଷକରି ୱି ପକ୍ଷରୁ ବାଣିଜି୍ୟକ ଭାବେ ୫ଜି ସେବା ଆରମ୍ଭ କରାଯିବା ପରେ ଗ୍ରାହକମାନଙ୍କୁ କେବଳ ପ୍ରିଫରଡ୍‌ ନେଟ୍‌ୱର୍କ ସେଟିଂକୁ ୪ଜିରୁ ୫ଜିକୁ ବଦଳାଇବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ସାଧାରଣ ଲୋକଙ୍କ ପାଇଁ ଖୁସିଖବର, କମିଗଲା…

ନୂଆଦିଲ୍ଲୀ,୧୫।୧୨: ନଭେମ୍ୱର ମାସରେ ଭାରତର ପାଇକାରୀ ମୁଦ୍ରାସ୍ଫୀତି ହାର ନକାରାତ୍ମକ ହୋଇଗଲା, ଯାହା ବର୍ଷ ବର୍ଷ ଧରି 0.32% ହ୍ରାସ ପାଇଲା। ଏହି ହ୍ରାସ ମୁଖ୍ୟତଃ ଖାଦ୍ୟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri