Posted inଜାତୀୟ

ଶୀଘ୍ର ସମାଧାନ ଦିଗରେ କାର୍ଯ୍ୟ କରୁଛୁ: ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୪।୧୦ : ସୋମବାର ସନ୍ଧ୍ୟାରେ ହ୍ବାଟ୍ସଆପ୍‌, ଇନଷ୍ଟାଗ୍ରାମ ଓ ଫେସବୁକ୍‌ ଭଳି ସୋସିଆଲ ମିଡିଆର ସର୍ଭର ଡାଉନ ହୋଇଯାଇଛି। ଏ ନେଇ ହ୍ବାଟ୍ସଆପ୍‌ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।

”ବର୍ତ୍ତମାନ ୟୁଜର୍ସ ହ୍ବାଟ୍ସଆପ୍‌ ବ୍ୟବହାର ବେଳେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସମାଧାନରେ ଦିଗରେ କାର୍ଯ୍ୟ ଚାଲିଛି। ଯଥା ଶୀଘ୍ର ଆମେ ଅପ୍‌ଡେଟ୍‌ ପଠାଇବୁ“ ବୋଲି ହ୍ବାଟ୍ସଆପ୍‌ ପକ୍ଷରୁ ଟୁଇଟ୍‌ କରାଯାଇଛି। ସେହିଭଳି ୟୁଜର୍ସଙ୍କ ଅସୁବିଧା ପାଇଁ ଫେସବୁକ୍‌ ଏହାର ଓ୍ବେବସାଇଟ୍‌ରେ ଦୁଃଖ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ହତ୍ୟାଠାରୁ ଜଘନ୍ୟ ଅପରାଧ, ପୋକ୍ସୋ କୋର୍ଟଙ୍କ ରାୟ…

ମୁମ୍ବାଇ, ୧୦।୪ : ମୁମ୍ବାଇରେ ଜଣେ ୧୫ ବର୍ଷ ବୟସ୍କା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ପୋକ୍ସୋ କୋର୍ଟ ଦୋଷୀଙ୍କୁ ଦଶ ବର୍ଷ ଜେଲ ଦଣ୍ଡାଦେଶ...

୪୦୦ ଜିଲାରେ ଆୟୋଜିତ ହେବ ଋଣମେଳା:୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍‌ପିଏ ଘୋଷିତ ହେବନି ଏମ୍‌ଏସ୍‌ଏମ୍‌ଇ ଋଣ

ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା...

ପ୍ରତିଘରୁ ହଟିବ ଚାଇନା ମିଟର

ଲକ୍ଷ୍ନୌ, ୨୩।୬: ଚାଇନା ସହିତ ଲଢ଼େଇରେ ଏବେ କେନ୍ଦ୍ର ସରକାରଙ୍କ ସହିତ ଗୋଟିଏ ପରେ ଗୋଟିଏ ରାଜ୍ୟ ସରକାର ସାମିଲ ହେବାରେ ଲାଗିଛନ୍ତି। ଏହି ମର୍ମରେ...

ଜୁନ ୩୦ରେ ପ୍ରହାର ପାର୍ଟିର ୨ବିଧାୟକ ଏମ୍‌ଭିଏ ବିରୋଧରେ ଆଣିପାରନ୍ତି ଅନାସ୍ଥା ପ୍ରସ୍ତାବ

ମୁମ୍ବାଇ,୨୮।୬: ଗତ କିଛି ଦିନ ହେବ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ବର୍ତ୍ତମାନ ଏହା ଆଉ ଏକ ରାଜନୈତିକ ମୋଡ଼ ନେବାକୁ ଯାଉଛି। ସୂତ୍ରରୁ...

ଚିନ୍ତା ବଢାଇଲାଣି କରୋନା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୦୦ ନୂଆ ରୋଗୀ

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଚିନ୍ତା ବଢାଇଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୩,୯୦୦ କରୋନା ରୋଗୀ ଚିହ୍ନଟ ହେବା...

ତ୍ରିରଙ୍ଗା ରାଲିବେଳେ ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ

ନୂଆଦିଲ୍ଲୀ,୨୦ା୮: ଉତ୍ତରପ୍ରଦେଶର ଆଲିଗଡ଼ କଲେଜ ପକ୍ଷରୁ ଗତ ୧୩ ତାରିଖରେ ତ୍ରିରଙ୍ଗା ରାଲି ବେଳେ କେତେଜଣ ଛାତ୍ର ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ ଦେଇଥିଲେ। ଏନେଇ ଅଭିଯୋଗ...

ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ...

ଇଣ୍ଟରନେଟରେ ଭାଇରାଲ ହେଉଛି ୪ ବର୍ଷ ଝିଅର ଭିଡିଓ: ମୋଦି କଲେ ପ୍ରଶଂସା

ନୂଆଦିଲ୍ଲୀ,୧ ।୧୧: ଏବେ ସୋସିଆଲ ମିଡିଆରେ ଜଣେ ୪ ବର୍ଷ କୁନି ଝିଅର ଭିଡିଓ ଭାଇରାଲ ହେବାରେ ଲାଗିଛି । ଆଉ ଏହାକୁ ଅନେକ ଲୋକ...

Advertisement
Archives

Model This Week