ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟପଟେ, ଇସ୍ରାଏଲରେ ସୋମବାର ସକାଳୁ କ୍ରମାଗତ ଆକ୍ରମଣ ଯୋଗୁଁ ସାଇରନ ଶବ୍ଦ ଶୁଣାଯାଉଛି। ମାତ୍ର ୨୪ ଘଣ୍ଟା ମଧ୍ୟରେ ମଧ୍ୟପ୍ରାଚ୍ୟ (ମିଡିଲ ଇଷ୍ଟ)ର ଚିତ୍ର ପୁଣି ଥରେ ବଦଳିଯାଇଛି। ଭୂମିରେ ଧ୍ୱଂସାବଶେଷର ସ୍ତୂପ ଏବଂ ଆକାଶରେ ବାରୁଦର ଆସ୍ତରଣ ଛାଇ ହୋଇରହିଛି।

ଏହି ସମୟରେ, ଇରାନ ବିରୋଧରେ ଯୁଦ୍ଧର ସୂତ୍ରପାତ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅସହାୟ ମନେହେଉଛନ୍ତି। ପରିସ୍ଥିତି ଏପରି ହୋଇଛି ଯେ ତାଙ୍କର ନିକଟତମ ସହଯୋଗୀ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ତାଙ୍କ କଥା ଶୁଣୁନାହାନ୍ତି। ଟ୍ରମ୍ପଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ ଇରାନ ଏବଂ ଇସ୍ରାଏଲକୁ ଯୁଦ୍ଧ ବନ୍ଦ କରିବା ପାଇଁ ଅପିଲ କରିବାକୁ ପଡ଼ିଛି।

ପ୍ରକୃତରେ, ଏହି ସଂଘର୍ଷ ସେତେବେଳେ ତୀବ୍ର ରୂପ ଧାରଣ କଲା ଯେତେବେଳେ ଇସ୍ରାଏଲ ଲେବାନନରେ ହିଜବୁଲ୍ଲାର ଆଡ୍ଡାଗୁଡ଼ିକୁ ଟାର୍ଗେଟ କଲା। ଇରାନ ପୂର୍ବରୁ ହିଁ ଚେତାବନୀ ଦେଇ ସାରିଥିଲା ଯେ ଯଦି ହିଜବୁଲ୍ଲା ଉପରେ ଆକ୍ରମଣ ହୁଏ, ତେବେ ସେ ଚୁପ ବସିବ ନାହିଁ। ଇସ୍ରାଏଲର ଆକ୍ରମଣର ଜବାବରେ ଇରାନ ପାଲଟା ଆକ୍ରମଣ କରିଥିଲା ଏବଂ ଦେଖୁଦେଖୁ ଏହି ସଂଘର୍ଷ ସିଧାସଳଖ ତେହରାନ ଏବଂ ତେଲ ଆଭିଭ ମଧ୍ୟରେ ମହାଯୁଦ୍ଧରେ ପରିଣତ ହୋଇଗଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?