ଇସ୍ରାଏଲ ସେନାଙ୍କ ସହ ୱେଷ୍ଟ ବ୍ୟାଙ୍କରେ ସଂଘର୍ଷ, ଦୁଇ ପାଲେଷ୍ଟାଇନ ନାଗରିକଙ୍କୁ ହତ୍ୟା

ୱେଷ୍ଟ ବ୍ୟାଙ୍କ,୨୦ ।୧: ୱେଷ୍ଟ ବ୍ୟାଙ୍କରେ ଜାରି ରହିଥିବା ହିଂସାରେ ଇସ୍ରାଏଲ ସେନା ଗୁରୁବାର ୨ ପାଲେଷ୍ଟାଇନ ନାଗରିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଏମାନଙ୍କ ମଧ୍ୟରେ ଜଣେ ଶିକ୍ଷକ ଓ ଜଣେ ଆତଙ୍କବାଦୀ ରହିଛନ୍ତି ।
ସମାଚାର ଏଜେନ୍ସି ୱଫା ମୃତକଙ୍କ ପରିଚୟ ୫୮ ବର୍ଷିୟ ଜବାଦ ବାୱତ୍କା ଓ ଅଧମ ଜବରିନ ବୋଲି କହିଛି । ଏମାନଙ୍କୁ ଉତ୍ତର ୱେଷ୍ଟ ବ୍ୟାଙ୍କର ଜେନିନ ଶରଣାର୍ଥି ଶିବିରରେ ଗୁଳି କରାଯାଇଛି । ଚଳିତ ମାସ ଆରମ୍ଭ ଏବେ ପର୍ଯ୍ୟନ୍ତ ଏହି ହିଂସାରେ ୧୭ ଜଣଙ୍କ ମୃତ୍ୟୁ ହେଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ଦୁଇ ବଡ଼ ପ୍ରତିଦ୍ୱନ୍ଦ୍ୱୀ, ଫଳାଫଳକୁ ଅପେକ୍ଷା

ଓ୍ବାଶିଂଟନ,୮ା୫: ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ରିପବ୍ଲିକାନ ଏବଂ ଡେମୋକ୍ରାଟିକ୍‌ ଦଳ ମଧ୍ୟରେ ପ୍ରାର୍ଥୀ ଚୟନ କରିବାକୁ ପ୍ରାଥମିକ ନିର୍ବାଚନ ଚାଲିଛି।...

ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା କିଏ? ଜାଣନ୍ତୁ କେଉଁ ସ୍ଥାନରେ ଅଛନ୍ତି ମୋଦି

ନୂଆଦିଲ୍ଲୀ/ମସ୍କୋ,୮।୫: ମେ ୭ରେ କ୍ରେମଲିନ ପ୍ୟାଲେସରେ ଭ୍ଲାଡିମର ପୁଟିନ ପଞ୍ଚମଥର ପାଇଁ ରୁଷିଆର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ୨୦୦୦ରେ ପୁଟିନ ପ୍ରଥମ ଥର...

ସାରା ବିଶ୍ୱରୁ କରୋନା ଭ୍ୟାକ୍ସିନ ପ୍ରତ୍ୟାହାର କଲା ଆଷ୍ଟ୍ରାଜେନେକା

ଲଣ୍ଡନ,୮।୫: ବ୍ରିଟିଶ ଫାର୍ମାସ୍ୟୁଟିକାଲ କମ୍ପାନୀ ଆଷ୍ଟ୍ରାଜେନେକା କରୋନା ଭ୍ୟାକ୍ସିନର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ସାରା ବିଶ୍ୱରେ ଉତ୍ତେଜନା ପ୍ରକାଶ ପାଇବା ପରେ କମ୍ପାନୀ ଏହାର କରୋନା...

ହସ୍ପିଟାଲ ବେଡ୍‌ରେ ସ୍ତ୍ରୀଙ୍କ ଗଳାଚିପି ଦେଲେ ସ୍ବାମୀ: ଜାଣନ୍ତୁ ପଛରେ ରହିଛି କ’ଣ କାରଣ

ଓ୍ବାଶିଂଟନ,୮ା୫:ଆମେରିକାର ମିସୌରୀ ରାଜ୍ୟର କାନ୍‌ସାସ ସିଟିରେ ଜଣେ ୭୫ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମେଡିକାଲ ବିଲ୍‌ ପୈଠ କରି ନ ପାରି ହସ୍ପିଟାଲ ବେଡ୍‌ରେ...

୫ମ ଥର ରାଷ୍ଟ୍ରପତି ଭାବେ ଶପଥ ନେଲେ ପୁଟିନ୍‌

ମସ୍କୋ,୮ା୫:ଭ୍ଲାଡିମିର୍‌ ପୁଟିନ୍‌ ରେକର୍ଡ ୫ମ ଥର ପାଇଁ ରୁଷିଆ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଚଳାଇବା ସହ ନିଜର ରାଜନୈତିକ...

ନାଟୋକୁ ପୁଟିନଙ୍କ ଚେତାବନୀ- ଆମ ଉପରେ ଚାପ ପକାଇଲେ ବିନାଶ ଦେଖିବ…

ମସ୍କୋ,୭।୫: ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ...

ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ

ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ...

ଗାଜା ଯୁଦ୍ଧ କଭରେଜ ପାଇଁ ନ୍ୟୁୟର୍କ ଟାଇମ୍ସ, ରଏଟର୍ସକୁ ମିଳିଲା ପୁଲିତଜର ଆଓ୍ବାର୍ଡ

ନ୍ୟୁୟର୍କ,୭।୫: ସୋମବାରର ପୁଲିତଜର ପୁରସ୍କାରରେ ଗାଜା ଯୁଦ୍ଧକୁ ବିଶେଷ ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ଇସ୍ରାଏଲ, ହମାସର ସଂଘର୍ଷକୁ କଭର କରିଥିବା ଖବରଦାତାଙ୍କୁ ବିଶେଷ ପ୍ରଶଂସା କାଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri