Posted inଜାତୀୟ

ଦିଦିଙ୍କ ସରକାରରେ ୪୩ ମନ୍ତ୍ରୀ ନେଲେ ଶପଥ

କୋଲକାତା,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରରେ ୪୩ ମନ୍ତ୍ରୀ ସୋମବାର ଶପଥ ନେଇଛନ୍ତି। କୋଲକାତାର ରାଜ ଭବନରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। କିଛି ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଜିତିବା ପରେ ମମତା ବାନାର୍ଜୀ କ୍ରମାଗତ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ପୂର୍ବରୁ ମମତା ବାନାର୍ଜୀ ଶପଥ ଗ୍ରହଣ କରି ସାରିଛନ୍ତି, କିନ୍ତୁ ତାଙ୍କ କ୍ୟାବିନେଟ ଆଜି ଶପଥ ଗ୍ରହଣ କରିନ୍ତି। ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ରାଜ ଭବନରେ କୋଭିଡ ନିର୍ଦ୍ଦେଶାବଳୀ ଅନୁସରଣ କରି ବଙ୍ଗଳାର ରାଜ୍ୟପାଳ ଜଗଦୀପ ଧନଖଡ଼ ସମସ୍ତ କ୍ୟାବିନେଟ ମନ୍ତ୍ରୀ, ସ୍ବାଧୀନ, ରାଜ୍ୟ ମନ୍ତ୍ରୀଙ୍କୁ ଶପଥ ପାଠ କରାଇଥିଲେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ତିନିଜଣ ମନ୍ତ୍ରୀ ଶପଥ ନେଇଥିଲେ। ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହରେ ମମତା ବାନାର୍ଜୀ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri