Posted inଜାତୀୟ

ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଲେ ମନ୍ତ୍ରୀ

କୋଲକାତା,୨୭।୩: ପଶ୍ଚିମବଙ୍ଗ ସରକାରର ମନ୍ତ୍ରୀ ଶୋଭନଦେବ ଚଟ୍ଟୋପାଧ୍ୟାୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଇଛନ୍ତି। ସେ କହିଛନ୍ତି, ମମତା ବାନାର୍ଜୀ କୌଣସି ଭୁଲ କରିପାରିବେ ନାହିଁ କାରଣ ସେ ଭଗବାନଙ୍କ ପରି ଅଟନ୍ତି। ମୁଁ ଜଣେ ଚୋର ହୋଇପାରେ, କିନ୍ତୁ ସେ ସେପରି ନୁହଁନ୍ତି। ଶୋଭନଦେବ ଉତ୍ତର ୨୪ ପରଗଣା ଜିଲାର ଖାରଦା ଠାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଏହି ମନ୍ତବ୍ୟ ଦେଇଛନ୍ତି। ତାଙ୍କର ଏହି ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚା ହେଉଛି। ଏହା ଉପରେ ପ୍ରତିକ୍ରିୟା ରଖି ଭାଜପା କହିଛି, ଟିଏମସି ନେତାଙ୍କ ମଧ୍ୟରେ ନିରାଶା ଭାବ ସୃଷ୍ଟି ହୋଇଛି। ସେଥିପାଇଁ ସେମାନେ ଏପରି ବିବୃତ୍ତି ଦେଉଛନ୍ତି।
ପଶ୍ଚିମବଙ୍ଗ ସରକାରରେ କୃଷି ମନ୍ତ୍ରୀ ଥିବା ଶୋଭନଦେବ କହିଛନ୍ତି, ମମତା ବାନାର୍ଜୀ ଏକ ଇଶ୍ୱରଙ୍କ ପରି ଯାହାକୁ ଆମେ ପୂଜା କରୁ। ଇଶ୍ବରଙ୍କୁ ଉପାସନା କରୁଥିବା ପୁରୋହିତମାନେ ମଧ୍ୟ ବେଳେବେଳେ ଚୋରି ହୋଇପାରନ୍ତି, କିନ୍ତୁ ସେମାନେ ପୂଜା କରୁଥିବା ମୂର୍ତ୍ତି ଏପରି କାମ କରିପାରିବେ ନାହିଁ। ତେଣୁ ମୁଁ ଚୋର ହୋଇପାରେ, କିନ୍ତୁ ମମତା ବାନାର୍ଜୀ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri