Posted inଜାତୀୟ

କାନ୍ଦି କାନ୍ଦି ବେହୋଶ ହୋଇପଡିଲେ ଅର୍ପିତା: ହସ୍ପିଟାଲରେ ଭର୍ତ୍ତି

କୋଲକାତା,୨୯।୭: ପଶ୍ଚିମବଙ୍ଗରେ ସ୍କୁଲ ସେବା କମିଶନ(ଏସ୍‌ଏସ୍‌ସି) ନିଯୁକ୍ତି ଦୁର୍ନୀତି ମାମଲାରେ ଛନ୍ଦି ହୋଇପଡିଛନ୍ତି ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀ। ଇଡି ଜେରାର ସମ୍ମୁଖୀନ ହେଉଥିବା ଅର୍ପିତାଙ୍କ ସ୍ବାସ୍ଥ୍ୟାବସ୍ଥା ଶୁକ୍ରବାର ବିଗିଡି ଯାଇଛି। ଜେରା ବେଳେ କାନ୍ଦି କାନ୍ଦି ସେ ବେହୋଶ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ୨୦୧୪ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପାର୍ଥ ଚାଟାର୍ଜୀ ଏବଂ ଅର୍ପିତା ମୁଖାର୍ଜୀଙ୍କ ଏକାଧିକ ସ୍ଥାନରେ ଇଡି ବାରମ୍ବାର ଚଢାଉ କରି ଚାଲିଛି। ପ୍ରଥମେ ପାର୍ଥ ଚାଟାର୍ଜୀ ଓ ପରେ ଅର୍ପିତ ମୁଖାର୍ଜୀଙ୍କୁ ଗିରଫ କରି ତଦନ୍ତ କରୁଛି ଇଡି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ଲୋକସଭା ନିର୍ବାଚନରେ ଆଞ୍ଚଳିକ ଦଳର ଭୂମିକା ହେବ ଗୁରୁତ୍ୱପୂର୍ଣ୍ଣ, ମମତାଙ୍କର ରହିଛି ପ୍ରଧାନମନ୍ତ୍ରୀ ହେବାର ଦକ୍ଷତା:…

ନୂଆଦିଲ୍ଲୀ,୧୪।୧ : ନୋବେଲ ପୁରସ୍କାର ବିଜେତା ଅର୍ଥନୀତିଜ୍ଞ ଅମର୍ତ୍ତ୍ୟ ସେନ କହିଛନ୍ତି ଯେ ୨୦୨୪ ଲୋକସଭା ନିର୍ବାଚନରେ ଅନେକ ଆଞ୍ଚଳିକ ଦଳ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ...

ବିବାଦୀୟ ବୟାନ ଦେଲେ ମମତାଙ୍କ ପୁତୁରା: କହିଲେ, ‘ଜୟ ଶ୍ରୀରାମ’ର ଜବାବରେ କୁହ ‘ରାମ୍‌ ନାମ୍‌ ସତ୍ୟ ହେ’

କୋଲକାତା,୨୫।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ଦ୍ୱିତୀୟ ନମ୍ବରର ପ୍ରଭାବଶାଳୀ ବ୍ୟକ୍ତି ଅଭିଷେକ ବାନାର୍ଜୀ ଜୟ ଶ୍ରୀରାମ ନାରା ଉପରେ...

ପୋଲିସର ବର୍ବରତା: ଆହତଙ୍କୁ ଜାତୀୟ ସଙ୍ଗୀତ ଗାଇବାକୁ ବାଧ୍ୟ କଲା

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ଦଙ୍ଗାରେ ଆହତ ହୋଇ ରାସ୍ତାରେ ଛଟପଟ ହେଉଥିବା ଯୁବକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ନେବା ପରିବର୍ତ୍ତେ ତାଙ୍କୁ ଜାତୀୟ ସଙ୍ଗୀତ ଗାଇବା ପାଇଁ...

ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି

ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି...

ଓଲଟିଲା ସ୍କୁଲ୍‌ ବସ୍‌: ୧୮ ଆହତ

ବେଙ୍ଗାଲୁରୁ,୧୫।୧୨: କର୍ନାଟକର ଶିବମୋଗ୍ଗା ଜିଲା ସାଗର ତାଲୁକର ତୁମାରି ନିକଟ ଭାକ୍କୋଡିରେ ଏକ ସ୍କୁଲ୍‌ ବସ୍‌ ଓଲଟି ପଡିଛି। ଫଳରେ ୧୮ ଜଣ ଛାତ୍ର ଏବଂ...

ହସ୍ପିଟାଲରେ ବେଡ୍‌ ଫୁଲ୍‌: ବାହାରେ ଆମ୍ବୁଲାନ୍ସ୍‌ରେ ଆକ୍ରାନ୍ତ…

ଅହମଦାବାଦ୍‌,୧୩।୪: ଗୁଜରାଟ ଅହମଦାବାଦରେ ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ବେକାବୁ ହେବାରେ ଲାଗିଛି। ସହରର ବଡ଼ ହସ୍ପିଟାଲ କୁହାଯାଉଥିବା ସ୍ଥାନୀୟ...

ମହିଳାଙ୍କୁ ଆତଙ୍କବାଦ କାର୍ଯ୍ୟରେ ନିୟୋଜିତ କରୁଛନ୍ତି ଆତଙ୍କବାଦୀ…

ଶ୍ରୀନଗର,୨୭।୧୧ : କାଶ୍ମୀରର ତିନୋଟି ଜିଲା ଆତଙ୍କବାଦରୁ ମୁକ୍ତ ହୋଇଛି। ଚଳିତ ବର୍ଷ ୧୮୯ ଆତଙ୍କବାଦୀଙ୍କର ଏନକାଉଣ୍ଟର କରାଯାଇଛି ବୋଲି ଏଡିଜିପି କଶ୍ମୀର ଜୋନ ବିଜୟ...

ରାଜଧାନୀରେ କମୁଛି କରୋନା ମାମଲା

ନୂଆଦିଲ୍ଲୀ,୧୬।୫: ରାଜଧାନୀ ଦିଲ୍ଲୀରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଗତ କିଛି ଦିନରୁ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୭୭ନୂଆ...

Advertisement
Archives

Model This Week