Posted inଜାତୀୟ

ଆସାନସୋଲ ଉପନିର୍ବାଚନ: ଭାଜପା ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ

କୋଲକତା,୧୨।୪:ପଶ୍ଚିମବଙ୍ଗର ଆସାନସୋଲ ଲୋକ ସଭା ଆସନ ପାଇଁ ମଙ୍ଗଳବାର ଉପନିର୍ବାଚନ ଅନୁଷ୍ଠିତ ହେଉଛି। ଭୋଟ ସମୟରେ ହିଂସା ଘଟଣା ସାମ୍ନାକୁ ଆସିଛି। ଭାଜପା ପ୍ରାର୍ଥୀ ଅଗ୍ନିମିତ୍ର ପାଲ ଅଭିଯୋଗ କରିଛନ୍ତି, ଟିଏମସି କର୍ମୀମାନେ ଆମ ଉପରେ ଆକ୍ରମଣ କରିଥିଲେ। ଆମ ଗାଡି ଉପରକୁ ପଥର ଫିଙ୍ଗିଥିଲେ। ପୋଲିସ କିଛି କରୁନାହିଁ। ମମତା ବାନାର୍ଜୀ ଯେତେ ଚେଷ୍ଟା କଲେ ମଧ୍ୟ କେବଳ ଏଠାରେ ଭାଜପା ଜିତିବ। ଆସାନସୋଲରେ ବାରାବୋନିର ୧୭୫ ଏବଂ ୧୭୬ ବୁଥରେ ମତଦାନ ସମୟରେ ଉତ୍ତେଜନା ଦେଖାଦେଇଥିଲା। ଭାଜପା ପ୍ରାର୍ଥୀ ଅଗ୍ନିମିତ୍ର ପାଲଙ୍କୁ ବୁଥ ଛାଡିବାକୁ କୁହାଯାଇଥିଲା।
ଭାଜପା ତରଫରୁ ଅଗ୍ନିମିତ୍ର ପାଲ ପ୍ରାର୍ଥୀ ହୋଇଥିବାବେଳେ ଶତ୍ରୁଘ୍ନ ସିହ୍ନା ଟିଏମସି ପକ୍ଷରୁ ନିର୍ବାଚନ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ କି କଙ୍ଗନା, ଉତ୍ତରରେ କହିଲେ ଏମିତି

ମୁମ୍ବାଇ: ମହାରାଷ୍ଟ୍ରରେ ଶିବସେନା ସହ ଭୀଷଣ ତିକ୍ତତାର ସମ୍ମୁଖୀନ ହୋଇଥିବା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଭାଜପାରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। ମୁମ୍ବାଇ...

ଅଭିନେତା ତାରକ ରତ୍ନଙ୍କ ଅକାଳ ବିୟୋଗ

ନୂଆଦିଲ୍ଲୀ,୨୦।୨ : ଏନ୍‌.ଟି. ରାମାରାଓଙ୍କ ନାତି ତଥା ଅଭିନେତାରୁ ରାଜନେତା ହୋଇଥିବା ନନ୍ଦମୁରୀ ତାରକ ରତ୍ନଙ୍କର ଶନିବାର ଅକାଳ ବିୟୋଗ ହୋଇଛି। ତାଙ୍କୁ ୩୯ ବର୍ଷ...

ଜିଏସ୍‌ଟି ଯୋଗୁ ୫ ଲକ୍ଷ କୋଟିରୁ ଅଧିକ ରାଜକୋଷରେ ଜମା ହୋଇଛି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୬।୭: ଜିଏସ୍‌ଟି ଯୋଗୁ କେନ୍ଦ୍ରୀୟ ରାଜକୋଷରେ ୫ ଲକ୍ଷ କୋଟିରୁ ଅଧିକ ଟଙ୍କା ଜମା ହୋଇଛି। ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଲୋକ ସଭାରେ...

କିଟ୍‌କାଟ ପ୍ୟାକ୍‌ରୁ ହଟିଲା ଜଗନ୍ନାଥଙ୍କ ଫଟୋ

ନୂଆଦିଲ୍ଲୀ,୨୦।୧: ଲୋକପ୍ରିୟ ଚୋକେଲେଟ୍‌ ବ୍ରାଣ୍ଡ କିଟ୍‌କାଟ ପ୍ୟାକର ର଼୍ୟାପରରୁ ଭଗବାନ ଜଗନ୍ନାଥ, ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ଫଟୋ ହଟାଇ ଦିଆଯାଇଛି। ଏ ନେଇ ନେସଲେ...

ପ୍ରକାଶ ପାଇଲା ହରିୟାଣା କଂଗ୍ରେସର ଘୋଷଣା ପତ୍ର

ଚଣ୍ଡିଗଡ଼,୧୧।୧୦: ହରିୟାଣା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଘୋଷଣା ପତ୍ର ପ୍ରକାଶ ପାଇଛି। କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ, ପୂର୍ବତନ ମୁଖ୍ୟମନ୍ତ୍ରୀ...

ମାସେ ବଢ଼ିଲା କୋଭିଡ୍‌ କଟକଣା

ନୂଆଦିଲ୍ଲୀ, ୨୯।୯: କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ୁତ୍ଥିବାରୁ ଜନସ୍ବାସ୍ଥ୍ୟ ପାଇଁ ଏହା ବଡ଼ ଚ୍ୟାଲେଞ୍ଜ ହୋଇ ରହିଛି। ଏହାକୁ ଦୃଷ୍ଟିରେ ରଖି...

ନାଗରିକତା ସଂଶୋଧନ ବିଲ୍‌ : ରାଜ୍ୟ ସଭାରେ ଭାଜପା ପାଇଁ ନମ୍ବର ଗେମ୍‌ ୧୨୧

ନୂଆଦିଲ୍ଲୀ,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଛି। ଏବେ ବିଲ୍‌କୁ ରାଜ୍ୟ ସଭାରେ ଆଗତ କରାଯିବ। ରାଜ୍ୟ ସଭାର ସଦସ୍ୟ ସଂଖ୍ୟା ୨୪୫।...

ମୃତ୍ୟୁ ଘଟିଥିବା ନିର୍ବାଚନ କର୍ମଚାରୀଙ୍କ ପରିବାରକୁ ମିଳୁ କୋଟିଏ ଟଙ୍କାର ସହାୟତା: ହାଇକୋର୍ଟ …

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ନିଯୁକ୍ତ ହୋଇଥିବା କେତେକଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବା ନେଇ ଆହ୍ଲାବାଦ୍‌...

Advertisement
Archives

Model This Week