Posted inଜାତୀୟ

ମମତାଙ୍କୁ ବଡ଼ ଝଟ୍‌କା

କୋଲକତା,୪।୪: ଗତ ଏପ୍ରିଲ ୨ରେ ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ନନ୍ଦିଗ୍ରାମରେ ସାମାନ୍ୟ ହିଂସା ଦେଖିବାକୁ ମିଳିଥିଲା। ଏହି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରଥିଲେ ଯେ, ଭୋଟ ସମୟରେ ସେଠାରେ ଥିବା ସୁରକ୍ଷା ବାହିନୀ ଭାଜପାକୁ ସାହାଯ୍ୟ କରୁଛି। ସେ ଏହି ପ୍ରସଙ୍ଗରେ ନିର୍ବାଚନ ଆୟୋଗଙ୍କ ନିକଟକୁ ଯାଇଥିଲେ। ଏବେ ନିର୍ବାଚନ ଆୟୋଗ ସମସ୍ତ ଅଭିଯୋଗର ତଦନ୍ତ ଶେଷ କରିଛନ୍ତି। ନିର୍ବାଚନ କମିଶନ ମମତା ବାନାର୍ଜୀଙ୍କ ଦ୍ୱାରା କରାଯାଇଥିବା ସମସ୍ତ ଅଭିଯୋଗକୁ ମିଥ୍ୟା ବୋଲି କହିଛନ୍ତି। କୁହାଯାଉଛି ଯେ ଏବେ ନିର୍ବାଚନ ଆୟୋଗ ମଧ୍ୟ ମମତା ବାନାର୍ଜୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି।
ନିର୍ବାଚନ ଆୟୋଗ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଭୋଟରଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରାଯାଇଥିଲା। ଏହା ଏକ ସୁଚିନ୍ତିତ କାର୍ଯ୍ୟ। ସେଠାରେ ନିୟୋଜିତ ସୁରକ୍ଷା ବାହିନୀ ଭୋଟରଙ୍କୁ ଭୋଟ ଦେବାକୁ ବାରଣ କରିବା କିମ୍ବା ସେମାନଙ୍କ ଆଚରଣ ଅସ୍ବାଭାବିକ ବୋଲି ଅନୁସନ୍ଧାନରେ କୌଣସି ପ୍ରମାଣ ମିଳି ନାହିଁ। ପର୍ଯ୍ୟବେକ୍ଷକମାନେ ବୁଥ ପରିଦର୍ଶନ କରିଛନ୍ତି ବୋଲି ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହଳପଦରରେ ଜବରଦଖଲ ଉଚ୍ଛେଦ: ଗ୍ରାମବାସୀଙ୍କ ଦାବି ହେଲା ପୂରଣ, ନିର୍ମାଣ ହେବ କୃଷି ସମବାୟ କାର୍ଯ୍ୟାଳୟ

ଅମରପାଲି, ୧୦।୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମରେ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପରେ ଜମିକୁ…

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri