ମୁଁ ରାଜନୀତି ଛାଡିଦେବି, କାନ ଧରି ଉଠ୍‌-ବସ୍‌ ହେବେ ମୋଦି: କାହିଁକି ଏମିତି କହିଲେ ଦିଦି

କୋଲକତା,୧୪।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ ପାଇଁ ଏବେ ରାଜନୀତି ସରଗରମ ଅଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ଆୟୋଗ ଦ୍ୱାରା ନିଷେଧାଦେଶ ପାଳନ କରିବା ପରେ ବାରସାତରେ ଏକ ନିର୍ବାଚନ ରାଲି କରିଥିଲେ। ଏହି ଅବସରରେ ଟିଏମସି ସୁପ୍ରିମୋ ମମତା ମୋଦି ଜଣେ ମିଥ୍ୟାବାଦୀ … ପ୍ରଧାନମନ୍ତ୍ରୀ ଜଣେ ମିଥ୍ୟାବାଦୀ … ନାରା ଦେଇଥିଲେ। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମିଛ କହି ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି।
ସୂଚନାଯୋଗ୍ୟ, ନରେନ୍ଦ୍ର ମୋଦି କୃଷ୍ଣନଗରରେ ଏକ ରାଲିରେ କହିଥିଲେ ଯେ, ମମତା ଦିଦି ମାତୁଆ ସମ୍ପ୍ରଦାୟ ପାଇଁ କିଛି କରିନାହାଁନ୍ତି। ଏହାର ଜବାବରେ ମମତା କହିଛନ୍ତି, ମୁଁ ସର୍ବସାଧାରଣରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକୁ ଗ୍ରହଣ କରୁଛି, ଯଦି ମୁଁ ସେମାନଙ୍କ ପାଇଁ କିଛି କରି ନାହିଁ, ତେବେ ମୁଁ ରାଜନୀତି ଛାଡି ଦେବି, ଯଦି ତୁମେ ମିଛ କହୁଛ ପ୍ରମାଣିତ ହୁଏ ତେବେ ତୁମେ କାନ ଧରି ଏକ ସଭାରେ ଉଠ୍‌-ବସ୍‌ ହେବ। ଭାଜପା ମୋତେ ପ୍ରଚାରରୁ ନିବୃତ୍ତ କରିବାକୁ ଚାହୁଁଛି, କାରଣ ସେମାନେ ଆସୁଥିବା ପରାଜୟ ବିଷୟରେ ଅବଗତ ଅଛନ୍ତି। ଏହି କାରଣରୁ ନିର୍ବାଚନ ଆୟୋଗ ମୋ ଉପରେ ୨୪ ଘଣ୍ଟା ପ୍ରଚାର ନିଷେଧ ଲଗାଇଥିଲେ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?