Posted inଜାତୀୟ

ଦ୍ୱିତୀୟଥର କରୋନା ଆକ୍ରାନ୍ତ ହେଲେ ବାବୁଲ ସୁପ୍ରିୟୋ: ଦେଇପାରିବେ ନାହିଁ ଭୋଟ

ନୂଆଦିଲ୍ଲୀ,୨୫।୪: ମୋଦି ସରକାରର ମନ୍ତ୍ରୀ ତଥା ପଶ୍ଚିମବଙ୍ଗର ଟଲିଗଞ୍ଜର ଭାଜପା ପ୍ରାର୍ଥୀ ବାବୁଲ ସୁପ୍ରିୟୋ ଦ୍ୱିତୀୟଥର କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ନିଜେ ଏହା ବିଷୟରେ ସୂଚନା ଦେଇଥିଲେ। ସେ କହିଛନ୍ତି ଯେ ମୁଁ ଏବଂ ମୋ ସ୍ତ୍ରୀ କରୋନା ସଂକ୍ରମିତ ହୋଇଛୁ। ଏଭଳି ପରିସ୍ଥିତିରେ ସେ ଏପ୍ରିଲ ୨୬ରେ ଆସନସୋଲରେ ଭୋଟ ଦେବେ ନାହିଁ। ଘରେ ରହି ପରିସ୍ଥିତି ଉପରେ ନଜର ରଖିବେ। ସୂଚନାଯୋଗ୍ୟ, ଆସନସୋଲରୁ ଦୁଇଥର ଏମ୍‌ପି ହୋଇଥିବା ସୁପ୍ରିୟୋ ଏଥର ଟଲିଗଞ୍ଜରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଶ୍ରେଣୀର ୨୨ ପିଲା କରୋନା ପଜିଟିଭ

କୋଣ୍ଡାଗାଓଁ,୩୧ ।୧: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ କମ୍ ହେବା ପରିଲକ୍ଷିତ ହେଉଛି । ହେଲେ ଛତିଶଗଡ଼ କୋଣ୍ଡାଗାଓଁରେ ଗୋଟିଏ ଶ୍ରେଣୀରେ ୨୨ ପିଲା...

ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...

୬ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଅଧିକ

ନୂଆଦିଲ୍ଲୀ, ୨୩।୫(ପି.ଟି.): ଭାରତରେ ଦୈନିକ ସଂକ୍ରମଣ କ୍ରମାଗତ ୬ ଦିନ ହେଲା ୩ ଲକ୍ଷ ତଳେ ରହିଛି। ଶନିବାର ସକାଳ ୮ଟା ସୁଦ୍ଧା ଗତ ୨୪...

ଲାଲ କିଲ୍ଲା ଆକ୍ରମଣ ଦୋଷୀ ଆଶଫାକଙ୍କ ମୃତ୍ୟୁଦଣ୍ଡ ସୁପ୍ରିମ୍‌ କୋର୍ଟରେ କାଏମ…

ନୂଆଦିଲ୍ଲୀ,୩।୧୧ : ୨୦୦୦ ମସିହାରେ ଲାଲ କିଲ୍ଲା ଉପରେ ହୋଇଥିବା ଆକ୍ରମଣ ମାମଲାରେ ଦୋଷୀ ସାବ୍ୟସ୍ତ ମହମ୍ମଦ ଆଶଫାକ ଆରିଫଙ୍କ ମୃତ୍ୟୁଦଣ୍ଡକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି।...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ନଡ଼ିଆ କ୍ଷୀର ପିଇଲେ ସୁଫଳ...

ଠାକ୍‌ରେ-ଆମ୍ବେଡକରଙ୍କ ମେଣ୍ଟର କୌଣସି ପ୍ରଭାବ ପଡ଼ିବ ନାହିଁ: କେନ୍ଦ୍ର ମନ୍ତ୍ରୀ

ମୁମ୍ବାଇ,୨୪।୧:ମୁମ୍ବାଇ ସମେତ ମହାରାଷ୍ଟ୍ରର କେତେକ ସହରରେ ମହାନଗର ନିଗମ ଓ ପୌର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ଗୋଷ୍ଠୀ(ୟୁବିଟି) ପ୍ରକାଶ...

୩୭୦ ଉଚ୍ଛେଦ ପରଠୁ ଯୋଗାଯୋଗ ମାଧ୍ୟମ ବନ୍ଦ:ରାସ୍ତାରେ ଖବରଦାତା

ଶ୍ରୀନଗର,୪-୧୦(ପି.ଟି.):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବାକୁ ୨ ମାସ ପୂରିଲାଣି। ତଥାପି ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇନାହିଁ। ମୋବାଇଲ ଓ ଇଣ୍ଟରନେଟ...

ଭାଇରାଲ ଫିଭର୍‌, ସପ୍ତାହେ ମଧ୍ୟରେ ୨୬ ଶିଶୁଙ୍କ ସମେତ ୫୦ ମୃତ…

ଲକ୍ଷ୍ନୌ,୨୯।୮: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାର ନାଁ ଧରୁନି। ଅପରପକ୍ଷରେ ତୃତୀୟ ଲହର ଆତଙ୍କରେ ଲୋକଙ୍କମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ...

Advertisement
Archives

Model This Week