Odisha Elections 2024
Posted inଜାତୀୟ

ମମତାଙ୍କ ସ୍ପେନ ଗସ୍ତକୁ ଭାଜପା କହିଲା ‘ସ୍ପେନିସ ଭ୍ୟାକେଶନ’

କୋଲକାତା,୧୬।୯: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଏକ ବିଜନେସ ଟ୍ରିପରେ ସ୍ପେନ ଯାଇଛନ୍ତି। ହେଲେ ଭାଜପା ତାଙ୍କ ଯାତ୍ରାକୁ ‘ସ୍ପେନିସ ଭ୍ୟାକେଶନ’ ବୋଲି କହି ଟାର୍ଗେଟ କରିଛି। ପଶ୍ଚିମବଙ୍ଗ ଭାଜପାର ବିରୋଧୀଦଳ ନେତା ଶୁଭେନ୍ଦୁ ଅଧିକାରୀ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ସହଯୋଗୀମାନେ ସ୍ପେନରେ ଛୁଟିଦିନ ଉପଭୋଗ କରୁଛନ୍ତି ଏବଂ ପଶ୍ଚିମବଙ୍ଗବାସୀଙ୍କୁ ବୋକା ବନାଉଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଶୁଭେନ୍ଦୁ କହିଛନ୍ତି, କୌଣସି ଅଫିସିୟାଲ କାମ ଅବା ବିଜନେସ ମିଟିଂ ନାହିଁ, ହେଲେ ଏକ ପ୍ରେସ ରିଲିଜ ଜାରି କରାଯାଇ ପଶ୍ଚିମବଙ୍ଗରେ ଏଭଳି ପରିବେଶ ସୃଷ୍ଟି କରିବାକୁ ଚେଷ୍ଟା କରାଯାଉଛି କି ଅଫିସିୟାଲ କାମ ଅଛି।
ସୂଚନାଯୋଗ୍ୟ, ପୂର୍ବତନ ସାମ୍ବାଦିକ ତଥା ଟିଏମସି ମୁଖପାତ୍ର କୁନାଲ ଘୋଷ ମଧ୍ୟ ୩ ଦିନିଆ ସ୍ପେନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମମତାଙ୍କ ସହ ଅଛନ୍ତି। ଏହା ବ୍ୟତୀତ ରାଜ୍ୟ ସରକାରୀ କର୍ମଚାରୀ ତଥା ପଶ୍ଚିମବଙ୍ଗର ଶିଳ୍ପପତି ତରୁଣ ଝୁନଝୁନୱାଲା, ଉମେଶ ଚୌଧୁରୀ, ଆଦିତ୍ୟ ଅଗ୍ରୱାଲ, ପ୍ରଶାନ୍ତ ମୋଦି ଏବଂ ଶାଶ୍ୱତ ଗୋୟଙ୍କା ମଧ୍ୟ ମୁଖ୍ୟମନ୍ତ୍ରୀ ମମତାଙ୍କ ସହ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର...

ରାଜ ଠାକରେ ମୋଦିଙ୍କ ଚରଣରେ ବିଲିନ ହୋଇଯାଇଛନ୍ତି: ସଞ୍ଜୟ ରାଉତ

ମୁମ୍ବାଇ,୧୮।୫: ସଞ୍ଜୟ ରାଉତ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’କୁ ସମାଲୋଚନା କରିଛନ୍ତି। ରାଉତ ଅଭିଯୋଗ କରିଛନ୍ତି ଯେ ଭାଜପାର ରୋଡ ଶୋ’ର ଖର୍ଚ୍ଚ ମୁମ୍ବାଇ...

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ...

ମହାରାଷ୍ଟ୍ରରେ ନିର୍ବାଚନ ମଧ୍ୟରେ ଚର୍ଚ୍ଚାରେ ରାଜ ଠାକରେଙ୍କ ଭାଷଣ

ମୁମ୍ବାଇ,୧୮।୫: ରାଜ ଠାକରେ ପ୍ରଥମ ଥର ପାଇଁ ଶିବାଜୀ ପାର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ...

‘କହ୍ନେୟା କୁମାରଙ୍କୁ ମାଡ଼ ମାରି ଉଚିତ ଶିକ୍ଷା ଦେଇଛୁ’, କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ‘ଆମେ ତାଙ୍କୁ ଉଚିତ ଶିକ୍ଷା ଦେଇଛୁ । ସେ ସ୍ଲୋଗାନ ଦେଇଥିଲେ, ‘ଭାରତ ତେରେ ଟୁକଡ ଟୁକଡେ ହୋଙ୍ଗେ’। ଅଫଜାଲ ମୋତେ କ୍ଷମା କରିବୁ।...

Video: ସ୍ବାତୀ ମାଲିଓ୍ବାଲଙ୍କୁ ଧକ୍କା ଦେଇଥିଲେ ମହିଳା ସିକ୍ୟୁରିଟି ଗାର୍ଡ, ଆଉ ଏକ ନୂଆ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ସ୍ବାତୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଭାଜପାକୁ ଭୋଟ ନ ହେବାକୁ ଶପଥ ନେଲେ ରାଜପୁତ, ସ୍ମୃତିଙ୍କୁ ଗ୍ରହଣ କରୁ ନାହାଁନ୍ତି ଆମେଠିବାସୀ

ନୂଆଦିଲ୍ଲୀ,୧୮।୫: ଆମେଠିରେ, କ୍ଷତ୍ରିୟ ବା ରାଜପୁତ ସମ୍ପ୍ରଦାୟର ଲୋକମାନେ ସ୍ମୃତି ଇରାନୀଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ବିରୋଧ କରୁଛନ୍ତି। ସେମାନେ ଶପଥ କରୁଛନ୍ତି ଏବଂ ଲୋକଙ୍କୁ...

କେଜ୍‌ରିଓ୍ବାଲ୍‌ଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏକ ସାକ୍ଷାତକାରରେ ଅମିତ ଶାହାଙ୍କୁ ପଚରାଯାଇଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri