Posted inଜାତୀୟ

ଭବାନୀପୁର ଆସନରୁ ଉପ-ନିର୍ବାଚନ ଲଢିବେ ମମତା

କୋଲକତା,୫।୯: ପଶ୍ଚିମବଙ୍ଗରେ ଉପ-ନିର୍ବାଚନ ଘୋଷଣା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ଭବାନୀପୁର ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ପ୍ରାର୍ଥୀପତ୍ର ଉପସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଚେୟାରରେ ରହିବାକୁ ମମତାଙ୍କୁ ଯେକୌଣସି ଭାବେ ଉପ-ନିର୍ବାଚନରେ ଜିତିବାକୁ ପଡିବ। ଅନ୍ୟ ଆସନରେ ଟିଏମସି ପ୍ରାର୍ଥୀ ଜାକିର ହୁସେନ ଜାଙ୍ଗିପୁରରୁ ଏବଂ ଅମିରୁଲ ଇସଲାମ ସମସେରପୁର ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ।
ସେପ୍ଟେମ୍ବର ୩୦ରେ ରାଜ୍ୟର ତିନୋଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଟିଏମସି ନେତା ମଦନ ମିତ୍ର କହିଛନ୍ତି ଯେ, ଭବନୀପୁର ବିଧାନସଭା ଉପ-ନିର୍ବାଚନରେ ଭାଜପା ନିଜର ପ୍ରାର୍ଥୀ କରି ନିଜର ଟଙ୍କା ନଷ୍ଟ କରିବା ଉଚିତ ନୁହେଁ। ଏହି ନିର୍ବାଚନ ସମ୍ପୂର୍ଣ୍ଣ ଏକପାଖିଆ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri