Posted inଜାତୀୟ

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ମମତା, ହ୍ବିଲ୍‌ ଚେୟାରରେ ବସି ଘରକୁ ଫେରିଲେ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତା ସ୍ଥିତ ଏସ୍‌ଏସ୍‌କେଏମ୍‌ ହସ୍ପିଟାଲରୁ ଶୁକ୍ରବାର ଡିସ୍‌ଚାର୍ଜ ହୋଇଛନ୍ତି। ମମତା ଏକ ହ୍ବିଲ୍‌ ଚେୟାରରେ ବସି କାଳିଘାଟ ସ୍ଥିତ ଘରକୁ ଫେରିଛନ୍ତି। ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି। ସୂଚନା ଯୋଗ୍ୟ, ମମତା ବୁଧବାର ନନ୍ଦିଗ୍ରାମ ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିଲେ। ପରେ ସେ ଏକ ରୋଡ ଶୋ’ କରୁଥିବା ବେଳେ  ଆକ୍ରମଣ ହେବାରୁ ତାଙ୍କ ଗୋଡରେ ଆଘାତ ସେ ଅଭିଯୋଗ କରିଥିଲେ। ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?