Posted inଜାତୀୟ

ବେଳକୁ ବେଳ ଖରାପ ହେବାରେ ଲାଗିଛି ଦେଶର ଆର୍ଥିକ ସ୍ଥିତି: ମମତା

କୋଲକାତା,୭ ।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଦେଶର ଆର୍ଥିକ ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ସେ ସନ୍ଦେହ କରିଛନ୍ତି କି ଆଗାମୀ ଦିନରେ ରାଜ୍ୟ ବେତନ ଦେବାକୁ ବି ସକ୍ଷମ ହେବନି । ଏହାସହ ମମତା କହିଛନ୍ତି ଦୀର୍ଘଦିନ ହେବ ପଡିରହିଥିବା ରାଜ୍ୟ ଜିଏସଟିକୁ ଭରଣା କରିବାକୁ କେନ୍ଦ୍ର ସୁନିଶ୍ଚିତ କରିବା ଦରକାର ।
ମମତା କହିଛନ୍ତି ଇନ୍ଧନର ଦର ବୃଦ୍ଧି ସାଧାରଣ ଜୀବନ ଉପରେ ପ୍ରଭାବ ପକାଇଛି । ସେ କେନ୍ଦ୍ର ନିକଟରେ ଅପିଲ କରିଛନ୍ତି ଇନ୍ଧନ ଦାମ ନିୟନ୍ତ୍ରଣ କରିବା ସହ ଟୋଲ ଫିକୁ ଅସ୍ଥାୟୀ ଭାବେ ବନ୍ଦ କରି ଦିଅନ୍ତୁ । ଏହାସହ ଜିଏସଟି ସମୟ ସୀମାକୁ ୫ ବର୍ଷ ବୃଦ୍ଧି କରିବାକୁ ସେ କେନ୍ଦ୍ରକୁ କହିଛନ୍ତି । ସୂଚନାଯୋଗ୍ୟ, ଗତ ୧୬ ଦିନ ମଧ୍ୟରେ ପେଟ୍ରୋଲ ଡିଜେଲ ଦାମ ପ୍ରାୟ ୧୦ ଟଙ୍କା ବୃଦ୍ଧି ହୋଇଛି ଯାହା ସାଧାରଣ ଜନତାଙ୍କ ଜୀବନ ଉପରେ ଖୁବ୍ ପ୍ରଭାବ ପକାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?