କୋଲକତା,୩।୬:ବାହାନଗା ଟ୍ରେନ୍ ଦୂର୍ଘଟଣାରେ ସ୍ଥିତି ଅନୁଧ୍ୟାନ ପାଇଁ ଶନିବାର ଓଡିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଆଜି ବାଲେଶ୍ୱରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରବା ସହ ସେ ଆହତ ବ୍ୟକ୍ତିଙ୍କୁ ଭେଟିବେ।
କୋଲକତା,୩।୬:ବାହାନଗା ଟ୍ରେନ୍ ଦୂର୍ଘଟଣାରେ ସ୍ଥିତି ଅନୁଧ୍ୟାନ ପାଇଁ ଶନିବାର ଓଡିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଆଜି ବାଲେଶ୍ୱରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରବା ସହ ସେ ଆହତ ବ୍ୟକ୍ତିଙ୍କୁ ଭେଟିବେ।
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...
କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...
ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...
ନାଗପୁର,୧।୧: ନାଗପୁରର ଜଣେ ପ୍ରସିଦ୍ଧ ନ୍ୟୁରୋସର୍ଜନ ଡକ୍ଟର ଚନ୍ଦ୍ରଶେଖର ପାଖମୋଡେ ଡିସେମ୍ବର ୩୧ ତାରିଖ ସକାଳେ ୫୩ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଏହି...
