Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ସୋମେନ ମିତ୍ରଙ୍କ ପରଲୋକ

କୋଲାକାତା,୩୦।୭: ପଶ୍ଚିମବଙ୍ଗ କଂଗ୍ରେସର ପ୍ରଦେଶ ଅଧ୍ୟକ୍ଷ ସୋମେନ ମିତ୍ରଙ୍କର ବୁଧବାର ବିଳମ୍ବିତ ରାତ୍ରିରେ ପରଲୋକ ହୋଇଛି। ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ବେଳେ କିଛିଦିନ ହେବ ସେ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୋକ ପ୍ରକାଶ କରିଛନ୍ତି। କିଛିଦିନ ହେବ ତାଙ୍କର କିଡ୍‌ ନୀ ସମସ୍ୟା ଦେଖାଯାଇଥିବା ବେଳେ ହୃଦଘାତରେ ତାଙ୍କର ପରଲୋକ ହୋଇଥିବା କୁହାଯାଉଛି। ଗତ ରାତିରେ ତାଙ୍କର ପରଲୋକ ହୋଇଥିବା ବେଳେ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଫୁଟିଆ ଅହିରାଜ ପଡ଼ିଲା ଧରା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

କୋଏମ୍ବାଟୁର, ୧୨।୭: ତାମିଲନାଡୁର କୋଏମ୍ବାଟୁର ନିକଟସ୍ଥ ଥୋଣ୍ଡାମୁଥୁର ଅଞ୍ଚଳର ନରସିପୁରମ୍‌ ଗାଁରୁ ଏକ ୧୫ ଫୁଟ ଲମ୍ବର ଅହିରାଜ ସାପ ଧରାପଡ଼ିଛି। ସ୍ଥାନୀୟ ବନ ବିଭାଗ...

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ

ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ...

ଘର ବାହୁଡା ଶ୍ରମିକଙ୍କୁ ଦେବାକୁ ପଡିବନି ଭଡା, ମିଳିବ ଏକ ହଜାର ଟଙ୍କା

ପାଟନା,୪।୫: ଲକ୍‌ଡାଉନରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ରେଳ ଭଡାକୁ ନେଇ ଆରମ୍ଭ ହୋଇଥିବା ରାଜନୀତି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ...

ଭାଜପାରେ ଜ୍ୟୋତିରାଦିତ୍ୟଙ୍କ ଏଣ୍ଟ୍ରି ନେଇ ଅସନ୍ତୁଷ୍ଟ ପ୍ରଭାତ: ହାତରୁ ରାଜ୍ୟ ସଭା ଆସନ ଯିବା ଆଶଙ୍କା

ନୂଆଦିଲ୍ଲୀ,୧୧।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେଇଛନ୍ତି। ତେବେ ଭାଜପାରେ ତାଙ୍କର ଏଣ୍ଟ୍ରି ପରେ ଦଳର ବରିଷ୍ଠ ନେତା ପ୍ରଭାତ ଝା ଅସନ୍ତୁଷ୍ଟ ହୋଇଛନ୍ତି। ସେ ମଧ୍ୟପ୍ରଦେଶରୁ...

ପଡିଗଲେ ମୋଦି: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଗଙ୍ଗା କାଉନସିଲ ବୈଠକରେ ଯୋଗ ଦେବାକୁ ଶନିବାର କାନପୁରରେ ପହଞ୍ଚିଥିଲେ। ସେଠାରେ ସେ ‘ନମାମି ଗଙ୍ଗା’ ପ୍ରୋଜେକ୍ଟର ସମୀକ୍ଷା...

ନ୍ୟାୟ ନ ମିଳିବାରୁ ୨ ସନ୍ତାନଙ୍କ ସହ ପାଣି ଟାଙ୍କିରେ ଚଢ଼ିଲେ ମହିଳା

ଲକ୍ଷ୍ନୌ, ୯।୯: ଉତ୍ତର ପ୍ରଦେଶର ଭଦୋହୀ ଜିଲାରୁ ଚକିତ କଲା ଭଳି ଏକ ମାମଲା ସାମ୍ନାକୁ ଆସିଛି। ଜମିବାଡ଼ି ମାମଲାରେ ନ୍ୟାୟ ନ ମିଳିବାରୁ ଜଣେ...

ପିପିଇ କିଟ୍‌ ପିନ୍ଧି ଡାକ୍ତରଖାନା ଟଏଲେଟ୍‌ ସଫା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଭିଡିଓ ଭାଇରାଲ

ଚେନ୍ନାଇ,୩୦ା୮: ସରକାରୀ ଡାକ୍ତରଖାନାର ଟଏଲେଟ୍‌ ଅବସ୍ଥା କିପିର କରାଯାଏ ତାହା ଊଣା ଅଧିକେ ସମସ୍ତଙ୍କୁ ଜଣା। ଦେଶର ଅଧିକାଂଶ ସରକାରୀ ଡାକ୍ତରଖାନା ଅବସ୍ଥା ଏମିତି। ଏହି...

ଧାରା ୩୭୦, ତିନ ତଲାକ କଥା ପଚାରିବାକୁ ମୋଦି କହିଲେ ନିର୍ବାଚନ ଲଢିବାର ଅଛିକି

ନୂଆଦିଲ୍ଲୀ,୧୨ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭିଡିଓ କନଫରେନସିଂ ଜରିଆରେ ମଧ୍ୟପ୍ରଦେଶରେ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ’ରେ ନିର୍ମାଣ କରାଯାଇଥିବା ୧.୭୫ ଲକ୍ଷ ଘରର ଉଦ୍‌ଘାଟନ...

Coronavirus Update

Archives

Model This Week

Why Dharitri