Posted inଜାତୀୟ

କୁଚ୍‌ବିହାର ଗୁଳିକାଣ୍ଡ: ମୃତକଙ୍କ ପରିଜନଙ୍କୁ ଭେଟିଲେ ମମତା, ଦେଲେ ପ୍ରତିଶ୍ରୁତି

କୋଲକାତା,୧୪।୪: ପଶ୍ଚିମବଙ୍ଗର କୁଚ୍‌ବିହାର ଗୁଳିକାଣ୍ଡରେ ଚାରି ଜଣଙ୍କ ମୃତ୍ୟୁପରେ ପଶ୍ଚିମବଙ୍ଗର ରାଜନୀତି ସରଗରମ ହୋଇପଡିଛି। ଏହି ଘଟଣାକୁ ନେଇ ଭାଜପା ଏବଂ ତ୍ରୁଣମୂଳ କଂଗ୍ରେସ ମଧ୍ୟ ଆରୋପ-ପ୍ରତ୍ୟାରୋପ ଚାଲିଛି। ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୁଚ୍‌ ବେହାର ହିଂସାରେ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାରକୁ ଭେଟିଛନ୍ତି। ଏହି ସମୟରେ ସେ ପ୍ରତିଶ୍ରୁତି ଦେଇ କହିଥିଲେ, ଆମେ ଖୁବ୍‌ଶୀଘ୍ର ହତ୍ୟାକାରୀଙ୍କୁ ଗିରଫ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗର କୁଚବିହାର ଜିଲାର ମଥାଭଙ୍ଗା ବ୍ଲକର ୧୨୬ ନମ୍ବର ବୁଥରେ ଆନନ୍ଦ ବର୍ମନ ନାମକ ଭାଜପା ସମର୍ଥକ ଭୋଟ ଦେବାକୁ ଆସିଥିଲେ। ସେଠାରେ ସେ ହତ୍ୟାର ଶିକାର ହୋଇଥିଲେ। ମୃତକଙ୍କ ପରିବାର ଲୋକେ ହତ୍ୟା ପଛରେ ଟିଏମସିକୁ ଦାୟୀ କରିଥିଲେ। ପରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଇଥିଲା। ଆଉ ସିଆଇଏସଏଫ ଭିଡକୁ ନିୟନ୍ତ୍ରଣ କରିବାକୁ ଯାଇ ଗୁଳି ଚଳାଇଥିଲା ଯେଉଁଥିରେ ଚାରି ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri