Posted inଜାତୀୟ

ମମତାଙ୍କୁ ଶୁଭେଚ୍ଛାର ସୁଅ: ବହୁ ନେତା ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୨।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ପୁଣି ଥରେ କ୍ଷମତାକୁ ଫେରୁଥିବା ଜଣାପଡିଛି। ବିଧାନସଭା ନିର୍ବାଚନ ଫଳଫଳରେ ତୃଣମୂଳ କଂଗ୍ରେସ ୨୦୦ଟି ଆସନ ଅତିକ୍ରମ କରୁଥିବାବେଳେ ଭାରତୀୟ ଜନତା ପାର୍ଟି ଦୁଇ ଅଙ୍କ ବିଶିଷ୍ଟ ମାର୍କ ମାରିବାକୁ ସଂଘର୍ଷ କରୁଛି। ଏହି ସମୟରେ ମମତାଙ୍କୁ ଶୁଭେଚ୍ଛା ଜଣାଇବା ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି ଏବଂ ଅଣ ଏନଡିଏ ଦଳର ନେତାମାନେ ତାଙ୍କ ବିଜୟରେ ଖୁସି ବ୍ୟକ୍ତ କରୁଛନ୍ତି। ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ, ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ପାୱାର ଏବଂ ଆରଜେଡି ନେତା ତେଜସ୍ବୀ ଯାଦବ ପ୍ରମୁଖ ମମତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି। ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ ବଙ୍ଗଳାରେ ଟିଏମସିର ବିଜୟ ପରେ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ‘ଦିଦି ଓ ଦିଦି’ ହ୍ୟାସଟ୍ୟାଗ ମଧ୍ୟ ବ୍ୟବହାର କରିଥିଲେ। ନିର୍ବାଚନ ପୂର୍ବରୁ ସେ ପଶ୍ଚିମବଙ୍ଗ ଯାଇ ମମତା ବାନାର୍ଜୀଙ୍କୁ ଖୋଲାଖୋଲି ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri