ପଶ୍ଚିମବଙ୍ଗରେ ବ୍ୟାନ୍‌ ହେଲା ‘ଦ କେରଲା ଷ୍ଟୋରୀ’

କୋଲକାତା,୮।୫: ବଲିଉଡ୍‌ ଅଭିନେତ୍ରୀ ଅଦା ଶର୍ମାଙ୍କ ଫିଲ୍ମ ‘ଦ କେରଲା ଷ୍ଟୋରୀ’କୁ ନେଇ ବିବାଦ ଥମିବାର ନାମ ନେଉନି। ଗୋଟିଏ ପଟେ ବଲିଉଡ୍‌ର ଜଣାଶୁଣା ପ୍ରଯୋଜକ ବିପୁଲ ଅମୃତଲାଲ ଶାହାଙ୍କ ଫିଲ୍ମ ‘ଦ କେରଲା ଷ୍ଟୋରୀ’ ବକ୍ସ ଅଫିସ୍‌ରେ ଧମାଲ କରୁଛି। ଅନ୍ୟପଟେ ଦେଶର ଅନେକ ରାଜ୍ୟରେ ଏହି ଫିଲ୍ମକୁ ବିରୋଧ କରାଯାଉଛି। ଇତିମଧ୍ୟରେ ପଶ୍ଚିମବଙ୍ଗ ସରକାର ଏହି ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସିନେମାଘରୁ ଫିଲ୍ମ ‘ଦ କେରଲା ଷ୍ଟୋରୀ’କୁ ହଟାଇବାକୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ଦ୍ଦେଶ ଦେଇଛନ୍ତି। କାରଣ ରାଜ୍ୟରେ ହିଂସା କିମ୍ବା ଅପରାଧ ଭଳି ଘଟଣା ନ ଘଟିବା ପାଇଁ ରାଜ୍ୟସରକାର ଏହିି ନିଷ୍ପତ୍ତି ନେଇଛନ୍ତି। ତେଣୁ ଶାନ୍ତି ବଜାୟ ରଖିବା ପାଇଁ ରାଜ୍ୟରେ ଏହି ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି।...

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ...

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ...

ମୋ ଭୋଟ ବି ମ୍ୟାଡାମଙ୍କ ବୁଥକୁ ଟ୍ରାନ୍ସଫର କରି ଦିଅନ୍ତୁ, ଭାଇରାଲ ହେଉଛି ଏହି ନିର୍ବାଚନ ଅଧିକାରୀଙ୍କ ଫଟୋ

ନୂଆଦିଲ୍ଲୀ,୧୮।୪: ଦେଶରେ ଗଣତନ୍ତ୍ରର ମହାନ ପର୍ବ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଆସନ୍ତାକାଲି...

ଜେଲରେ ମିଠା-ଆମ୍ବ ଖାଉଛନ୍ତି କେଜରିଓ୍ବାଲ, କାହିଁକି କୋର୍ଟଙ୍କୁ ଏମିତି କହିଲେ ଇଡି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାକୁ ଅନୁମତି ମାଗିଥିବା ଆବେଦନ ଉପରେ ଇଡି ରାଉଜ ଆଭେନ୍ୟୁ କୋର୍ଟରେ...

ନିର୍ବାଚନ ପ୍ରଚାର ଛାଡି ଏହି ବ୍ୟକ୍ତିଙ୍କ ଜନ୍ମଦିନ ପାଳନ କରିବାକୁ ଗଲେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚରମ ସୀମାରେ ରହିଛି। ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶୁକ୍ରବାର ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri