Posted inଜାତୀୟ

ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ଚାକିରି ଦେବେ ସରକାର

କୋଲକାତା, ୬।୧୦: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ହୋମ୍‌ଗାର୍ଡ ଚାକିରି ଦେବାକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି। ‘ହାତୀ ଆକ୍ରମଣରେ ମୃତ୍ୟୁବରଣ କରୁଥିବା ଗ୍ରାମବାସୀ ରାଜ୍ୟ ସରକାରଙ୍କଠାରୁ ୨.୫ ଲକ୍ଷ ଟଙ୍କା କ୍ଷତିପୂରଣ ପାଉଛନ୍ତି। ଏବେ ଆମେ ଏକ ନୀତିଗତ ନିଷ୍ପତ୍ତି ନେଇଛୁ ଯେ, ପୀଡ଼ିତାଙ୍କ ପରିବାରର ସଦସ୍ୟ ହୋମଗାର୍ଡ ବିଭାଗରେ ଚାକିରି ପାଇବେ’ ବୋଲି ମମତା କହିଛନ୍ତି। ଏପ୍ରିଲ ୨୦୧୪ରୁ ସେପ୍ଟେମ୍ବର ୨୦୧୯ ମଧ୍ୟରେ ପଶ୍ଚିମବଙ୍ଗରେ ୪୩୩ ଜଣ ଲୋକ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ସେହିଭଳି ଏହି ସମୟ ମଧ୍ୟରେ ଓଡ଼ିଶାରେ ୪୪୭, ଝାଡ଼ଖଣ୍ଡରେ ୩୯୧ ଓ ଛତିଶଗଡ଼ରେ ୩୩୧ ଜଣ ଲୋକ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?