Posted inଜାତୀୟ

ଆଜୀବନ ଜେଲ ଦଣ୍ଡ ଭୋଗୁଥିବା ୬୧ ପୁରୁଷ, ୨ ମହିଳା କଏଦୀଙ୍କୁ ମୁକ୍ତ କରିବେ ପଶ୍ଚିମବଙ୍ଗ ସରକାର

କୋଲକାତା,୨ ।୮: ପଶ୍ଚିମବଙ୍ଗ ସରକାର ମାନବିକତା ଦୃଷ୍ଟିରୁ ଜେଲ୍‌ରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୬୧ ଜଣ ପୁରୁଷ ଓ ୨ ଜଣ ମହିଳା କଏଦୀଙ୍କୁ ମୁକ୍ତ କରିବାକୁ ସ୍ଥିର କରିଛନ୍ତି । ପୁରୁଷ କଏଦୀଙ୍କ ବୟସ ୬୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ମହିଳା କଏଦୀଙ୍କ ବସୟ ୫୫ ବର୍ଷରୁ ଊର୍ଦ୍ଧ୍ୱ ହୋଇଥିବ । କରୋନା ପରିସ୍ଥିତିକୁ ଦେଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ, କରୋନା ମହାମାରୀ ଏବେ ସାରା ବିଶ୍ୱରେ ହାହାକାର ସୃଷ୍ଟି କରିଥିବା ବେଳେ ଦିନକୁ ହଜାର ହଜାର ସଂଖ୍ୟାରେ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି । ଅନ୍ୟପଟେ ଜେଲ୍‌ରେ କଏଦୀଙ୍କ ସଂଖ୍ୟା ଅଧିକ ଥିବାରୁ ସଂକ୍ରମଣକୁ ଦୃଷ୍ଟିରେ ରଖି କେତେଜଣ କଏଦୀଙ୍କୁ ମୁକ୍ତ କରିବାକୁ ଚିନ୍ତା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?