Posted inଜାତୀୟ

ପଶ୍ଚିମବଙ୍ଗରୁ ହଟିବ କୋଭିଡ୍‌ କଟକଣା

କୋଲକାତା,୩୧।୩: ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ବିଭିନ୍ନ ରାଜ୍ୟରେ କୋଭିଡ୍‌ କଟକଣାକୁ ହଟାଇ ଦିଆଯାଉଛି। ନିକଟରେ ମୁମ୍ବାଇରେ ସମସ୍ତ କୋଭିଡ୍‌ କଟକଣା ହଟାଯାଇଛି। ଇତି ମଧ୍ୟରେ ପଶ୍ଚିମବଙ୍ଗରେ କୋଭିଡ୍‌ ସଂକ୍ରମଣ ଯଥେଷ୍ଟ ହ୍ରାସ ପାଉଥିବାରୁ ରାଜ୍ୟରେ ସମସ୍ତ ପ୍ରତିବନ୍ଧକ ହଟାଇ ଦିଆଯିବ। ଏନେଇ ପଶ୍ଚିମବଙ୍ଗ ସରକାର ଗୁରୁବାର ଘୋଷଣା କରିଛନ୍ତି। ତେବେ ସରକାର ମାସ୍କ ବ୍ୟବହାର ଏବଂ ସାମାଜିକ ଦୂରତ, ସାନିଟାଇଜେଶନ ଉପରେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

ଖବରଦାତାଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ତୁମର ରିପୋର୍ଟିଂ ଦେଶଦ୍ରୋହ…

ଓ୍ବାଶିଂଟନ,୧୬।୫ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହା ମଧ୍ୟରେ, ଇରାନ ସମ୍ପର୍କରେ ଏକ ପ୍ରଶ୍ନ ପଚରାଯିବା ପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri