Posted inଜାତୀୟ

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର ୫ ଟଙ୍କାରେ ସ୍ୱାଦିଷ୍ଟ ‘ମାଛ-ଭାତ’ (Machh-Bhat) ମିଲ ଉପଲବ୍ଧ ହେବ। ଏହାକୁ ଭାରତର ସବୁଠାରୁ ଶସ୍ତା ଓ ସୁଲଭ ମୂଲ୍ୟର ସରକାରୀ ଖାଦ୍ୟ ଯୋଜନା ବୋଲି କୁହାଯାଉଛି।

ଏହା ପୂର୍ୱରୁ ରାଜ୍ୟର ଏହି ସରକାରୀ କ୍ୟାଣ୍ଟିନଗୁ ୫ ଟଙ୍କାରେ ‘ଅଣ୍ଡା ଏବଂ ଭାତ’ ଦିଆଯାଉଥିଲା। କିନ୍ତୁ ବର୍ତ୍ତମାନ ଏଥିରେ ପରିବର୍ତ୍ତନ କରାଯାଇ ମେନୁରେ ବେଙ୍ଗଲୀ ସଂସ୍କୃତିର ପ୍ରିୟ ଖାଦ୍ୟ ‘ମାଛ’ ସାମିଲ କରାଯାଇଛି। ପ୍ରଶାସନିକ ସୂତ୍ର ଅନୁଯାୟୀ, ପ୍ରାୟ ୪୦୦ଟି ସୱତନ୍ତ୍ର କ୍ୟାଣ୍ଟିନ ଜରିଆରେ ଏହି ସୱଳ୍ପମୂଲ୍ୟର ଭାତ-ମାଛ ମିଲ ଲୋକମାନଙ୍କୁ ବଣ୍ଟନ କରାଯିବ।

ଦେଶର ଅନ୍ୟ ରାଜ୍ୟଗୁଡ଼ିକ ବିଷୟରେ କହିବାକୁ ଗଲେ, ତାମିଲନାଡୁର ‘ଆମ୍ମା କ୍ୟାଣ୍ଟିନ୍’, ରାଜସ୍ଥାନର ‘ଇନ୍ଦିରା ରସୋଇ’ ଏବଂ ଦିଲ୍ଲୀର ‘ଜନ ରସୋଇ’ ଭଳି ଯୋଜନାଗୁଡ଼ିକ ପୂର୍ବରୁ କାର୍ଯ୍ୟକ୍ଷମ, ଯାହା ବହୁତ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରୁଛି। ତଥାପି, ମାତ୍ର ₹5 ରେ ମାଛ ଏବଂ ଭାତ ଭଳି ମୁଖ୍ୟ ଖାଦ୍ୟ ସହିତ ଏକ ସମ୍ପୂର୍ଣ୍ଣ ଥାଳି ଯୋଗାଇବା ପାଇଁ ପଦକ୍ଷେପ ବଙ୍ଗଳା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହି କାରଣରୁ ଦେଶର କେଉଁ ରାଜ୍ୟ ସବୁଠାରୁ ସୁଲଭ ସରକାରୀ ସବସିଡିଯୁକ୍ତ ଖାଦ୍ୟ ପ୍ରଦାନ କରେ ସେ ବିଷୟରେ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଭରଣପୋଷଣ ଟଙ୍କା ଉପରେ ହାଇକୋର୍ଟଙ୍କ ବଡ଼ ରାୟ: ପରିସ୍ଥିତି ଦେଖି ବଦଳିବ ଟଙ୍କା, ସ୍ୱାମୀଙ୍କ ସବୁ ଦରମା ଉପରେ ନାହିଁ ପତ୍ନୀଙ୍କ ହକ୍!

ନୂଆଦିଲ୍ଲୀ, ୧୫।୭: ଭତ୍ତା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସ୍ୱାମୀଙ୍କ ଦରମାର ୨୫% ଦେବା ବାଧ୍ୟତାମୂଳକ ନୁହେଁ, ପରିସ୍ଥିତି ଅନୁସାରେ ବଦଳିପାରେ ରାଶି ଆଲ୍ଲାହାବାଦ ହାଇକୋର୍ଟ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ…

NDAରେ ସାମିଲ ହେବେ ଶରଦ ପାୱାର? ଅଧରାତିରେ ହୋଇଗଲା ବଡ଼ ଖେଳ, ରାଜନୀତିରେ ହଇଚଇ

ମୁମ୍ବାଇ,୧୫।୭:ମହାରାଷ୍ଟ୍ର ରାଜନୀତିରେ ‘ଅପରେଶନ ଟାଇଗର୍‌’କୁ ନେଇ ଚର୍ଚ୍ଚା ଏବେ ବି ଶାନ୍ତ ପଡ଼ିନଥିବା ବେଳେ ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ପ୍ରତିଦିନ ନୂଆ ନୂଆ ଆଶଙ୍କା,…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri