Posted inଜାତୀୟ

ମେ ୨ରେ ହଟିବେ ଦିଦି: ମୋଦି

କୋଲକାତା,୨୧।୩: ପଶ୍ଚିମବଙ୍ଗ ନିର୍ବାଚନ ଆଉ ଅଳ୍ପ ଦିନ ବାକି ଥିବାବେଳେ ଏବେ ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି। ପ୍ରଥମ ପର୍ଯ୍ୟାୟ ମତଦାନ କିଛି ଦିନ ବାକି ଥିବାବେଳେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଙ୍କୁରାରେ ପହଞ୍ଚିଥିଲେ। ଏଠାରେ ସେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରି ମମତା ସରକାରଙ୍କ ଉପରେ ବର୍ଷିଥିଲେ। ମୋଦି କହିଛନ୍ତି, ସେ କହିଛନ୍ତି, ଦିଦିଙ୍କ ଦଶ ବର୍ଷ ଶାସନ ମଧ୍ୟରେ ସାଧାରଣ ଲୋକ ଅସନ୍ତୁଷ୍ଟ ଅଛନ୍ତି, କିନ୍ତୁ ଟିଏମସି ନେତାମାନେ ଧନୀ ହେବାକୁ ଲାଗିଛନ୍ତି। ତେଣୁ ଏଠାକାର ଲୋକମାନେ ସ୍ଥିର କରିଛନ୍ତି – ଦୋ ମଇ, ଦିଦି ଗଇ(ମେ ୨ରେ ଦିଦି ହଟିବେ)। ବାଙ୍କୁରାରୁ ଦିଦିଙ୍କୁ ଦୁଇଟି କଥା କହିବାକୁ ଚାହେଁ। ପ୍ରଥମଟି ହେଉଛି ମୁଁ ଦେଶର ପ୍ରତ୍ୟେକ ନାଗରିକଙ୍କ ସେବାରେ ସର୍ବଦା ମୁଣ୍ଡ ନୁଆଁଇଥାଏ। ମୁଁ ଏବଂ ମୋ ଦଳ ଡକ୍ଟର ଶ୍ୟାମା ପ୍ରସାଦଙ୍କଠାରୁ ଏହି ସଂସ୍କାର ମିଳିଛି। ମୁଁ ଦିଦିଙ୍କୁ ଯେତେ ଅଧିକ ପ୍ରଶ୍ନ ପଚାରୁଛି, ସେ ମୋ ଉପରେ ରାଗୁଛନ୍ତି। ଏବେ ସେ ମୋ ଚେହେରାକୁ ଦେଖିବାକୁ ମଧ୍ୟ ପସନ୍ଦ କରନ୍ତି ନାହିଁ। ହେ ଭଉଣୀ, ଗଣତନ୍ତ୍ରରେ କୌଣସି ଚେହେରା ନାହିଁ, ଜନସାଧାରଣଙ୍କ ସେବା ଏବେ ସେମାନଙ୍କ ପାଇଁ କରାଯାଇଥିବା କାର୍ଯ୍ୟ ହେଉଛି ପରୀକ୍ଷା ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri