କ୍ୱାରାଣ୍ଟାଇନ୍‌ରେ ରହିବେ ପଶ୍ଚିମବଙ୍ଗ ଫେରନ୍ତା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୩।୪(ଡି.ଏନ୍‌.ଏ.): ପଶ୍ଚିମବଙ୍ଗରୁ ଗଞ୍ଜାମକୁ ଫେରୁଥିବା ପ୍ରବାସୀମାନଙ୍କୁ ବିଦ୍ୟାଳୟରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି) ଖୋଲାଯାଇ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଏନେଇ ଶୁକ୍ରବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବ୍ଲକ ସ୍ତରରେ ନିହାତି ଭାବରେ ତିନୋଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟି.ଏମ୍‌.ସି.) ରହିବ ଏବଂ ଗୋଟିଏ ଟିଏମ୍‌ସିରେ ଦୁଇଶହ ଶଯ୍ୟା ପ୍ରସ୍ତୁତ ହେବ। ସମସ୍ତ ଟିଏମ୍‌ସିରେ ପରିମଳ ବ୍ୟବସ୍ଥା ପରିଚାଳନା ସଠିକ୍‌ ଏବଂ ଖାଦ୍ୟ ଯେପରି ଉତ୍ତମମାନର ରହିବ ସେଥିପ୍ରତି ଦୃଷ୍ଟି ଦେବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟ୍ରାକ୍‌ରେ ଫସିଲା ଟ୍ରେଲର : ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ମୁଡ଼ିଗୁଡ଼ା,୧୩।୯(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଫାଟକ ନିକଟରେ ଶୁକ୍ରବାର ସକାଳେ ଏକ ଟ୍ରେଲରର ବ୍ରେକ୍‌ ଫେଲ ହୋଇଯିବାରୁ ରେଳ ଲାଇନ ଉପରେ ଫସିରହିଛି।...

ସରୁନି ପ୍ରକଳ୍ପ, ମିଳୁନି ପାଣି

ଢେଙ୍କାନାଳ ଅଫିସ, ୧୯।୩ ଗ୍ରାମାଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ସରକାରଙ୍କ ଅନେକ ଯୋଜନା। ଏଥିଲାଗି ଖର୍ଚ୍ଚ କରାଯାଉଛି ଅଜସ୍ର ଟଙ୍କା। ବସୁଧା ଯୋଜନାରେ...

ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର

  ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ...

କର୍ମୀଙ୍କ ବାରଣ୍ଡାରେ ପଢୁଛନ୍ତି ପିଲା

ବାହାନଗା, ୨୩।୫(ଡି.ଏନ.ଏ.): ଅଙ୍ଗନୱାଡି କେନ୍ଦ୍ରର ନୂତନ ଗୃହ ନିର୍ମାଣକୁ ୨ବର୍ଷ ପୂରିଲାଣି। ହେଲେ ହସ୍ତାନ୍ତର ହୋଇ ନ ଥିବାରୁ ଏବେ ବି ଛୋଟ ଛୋଟ ପିଲାମାନେ ସେହି...

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ସନ୍ଦେହ

ବୌଦ୍ଧ/ବାଉଁଶୁଣୀ,୨୨।୪(ଡି.ଏନ୍‌.ଏ.): ବୌଦ୍ଧ ଥାନା ଆମ୍ବଝରୀ ପଞ୍ଚାୟତ ଅନ୍ତର୍ଗତ ଝାଙ୍କରପଡ଼ା ଗ୍ରାମରେ ବୁଧବାର ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...

ଶିମିଳିପାଳରୁ ୨ ଶିକାରୀ ଗିରଫ

ଠାକୁରମୁଣ୍ଡା,୧୨ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଚମ୍ପାଝର ଫରେଷ୍ଟ ବିଟ ଅଞ୍ଚଳରେ ଶନିବାର ରାତିରେ ବନବିଭାଗ ଓ ପୋଲିସ ମିଳିତ ଚଢ଼ାଉ କରି ଶିକାର...

ଭଷାଣି ବେଳେ ଯୁବକଙ୍କୁ ହତ୍ୟା ଉଦ୍ୟମ: ୭ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

ବ୍ରହ୍ମପୁର ଅଫିସ,୧୮ା୯-ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଭାବିନୀପୁର ଗ୍ରାମରେ ଗତ ୧୫ ତାରିଖ ରାତିରେ ଗଣେଶ ମୂର୍ତ୍ତି ଭାଷାଣି ବେଳେ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ...

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ...

Advertisement
Archives

Model This Week