Posted inଜାତୀୟ

କୋଲକାତାରେ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା, ବୁଧବାର ଯାଏ କର୍ଫ୍ୟୁ ଜାରି

କୋଲକାତା,୧୦।୧୦: ଦକ୍ଷିଣ କୋଲକାତାର ମୋମିନପୁର ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ବହୁ ଲୋକ ଆହତ ହୋଇଛନ୍ତି। କେତେକ ଘର ଏବଂ ଗାଡ଼ି ଭଙ୍ଗାରୁଜା ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ୩୦ ଜଣଙ୍କୁ ପୋଲିସ ଅଟକ ରଖି ଅଧୀକ ପଚରାଉଚରା କରୁଛି। ଉତ୍ତ୍ୟକ୍ତ ଲୋକଙ୍କ ଟେକାମାଡ଼ରେ କେତେଜଣ ପୋଲିସ ମଧ୍ୟ ଆହତ ହୋଇଛନ୍ତି। ଉତ୍ତେଜନା ଲାଗି ରହିଥିବାରୁ କୋଲକାତାର ଏକବାଲପୁର ଅଞ୍ଚଳରେ ୧୨ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। ୫ରୁ ଅଧିକ ଲୋକ ଏକାଠି ହେବାକୁ ବାରଣ କରାଯାଇଛି। ଏନେଇ ସହରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ପଶ୍ଚିମବଙ୍ଗ ଭାଜପା ରାଜ୍ୟ ସଭାପତି ସୁକାନ୍ତ ମଜୁମଦାର ଘଟଣାସ୍ଥଳକୁ ଯାଉଥିବାବେଳେ ପୋଲିସ ତାଙ୍କ ସହ ୪ ଜଣ ନେତାଙ୍କୁ ଅଟକ ରଖିଛି। କେନ୍ଦ୍ରୀୟ ସୁରକ୍ଷା ବଳ ମୁତୟନ ଲାଗି ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପତ୍ର ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri