Posted inଜାତୀୟ

ଭାଙ୍ଗିପଡିଲେ ମମତା

କୋଲକାତା,୨୫।୪: ପଶ୍ଚିମବଙ୍ଗର ଖାରଦା ବିଧାନସଭା ଆସନରୁ ଲଢୁଥିବା ତୃଣମୂଳ କଂଗ୍ରେସ ପ୍ରାର୍ଥୀ କାଜଲ ସିହ୍ନାଙ୍କ ରବିବାର ଦେହାନ୍ତ ହୋଇଛି। ସେ କରୋନାରେ ସଂକ୍ରମିତ ହୋଇଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟରରେ ଏହି ସୂଚନା ଦେଇଛନ୍ତି। ଏହା ସହିତ ମମତା କାଜଲ ସିହ୍ନାଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଗୋଟିଏ ପରେ ଗୋଟିଏ ପ୍ରାର୍ଥୀ କରୋନା ଆକ୍ରାନ୍ତ ହେବା ଦେଖି ମମତାଙ୍କ ତୃଣମୂଳ କଂଗ୍ରେସ ଭାଙ୍ଗି ପଡିଛି।
ସୂଚନାଯୋଗ୍ୟ, ବେଙ୍ଗଲ ନିର୍ବାଚନ ସମୟରେ ଏପର୍ଯ୍ୟନ୍ତ କରୋନା ଭାଇରସ ଯୋଗୁ ତିନି ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବାବେଳେ ଷ୍ଟାର ପ୍ରଚାରକ ଆଦିର ରଂଜନ ଚୌଧୁରୀ ଏବଂ ମନୋଜ ତିୱାରୀଙ୍କ ବ୍ୟତୀତ ଅତିକମରେ ୬ ଜଣ ପ୍ରାର୍ଥୀ କରୋନା ସଂକ୍ରମିତ ହୋଇଛନ୍ତି। ଏହାର କିଛି ସମୟ ପୂର୍ବରୁ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ଡା. ଶଶି ପାଞ୍ଜା ଏବଂ ସାଧନ ପାଣ୍ଡେ ମଧ୍ୟ ଏହି ଜୀବାଣୁ ସଂକ୍ରମିତ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଶନିବାର ପଶ୍ଚିମବଙ୍ଗରେ ଗୋଟିଏ ଦିନରେ ସର୍ବାଧିକ ୧୪,୨୮୧ ରୋଗୀଙ୍କ ସଂଖ୍ୟା ରିପୋର୍ଟ ହେବା ପରେ ରାଜ୍ୟରେ ସମୁଦାୟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୭,୨୮,୦୬୧କୁ ବୃଦ୍ଧି ପାଇଛି। ସଂକ୍ରମଣ ହେତୁ ୫୯ ଜଣ ରୋଗୀଙ୍କ ମୃତ୍ୟୁ ପରେ ମୋଟ ମୃତକଙ୍କ ସଂଖ୍ୟା ୧୦,୯୯୪ କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?