Posted inଜାତୀୟ

ପୁଣି ମମତାଙ୍କୁ ଝଟ୍‌କା: ଦଳ ଛାଡିଲେ ଆଉ ଜଣେ ବିଧାୟକ

କୋଲକତା,୧୮।୧୨: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ(ଟିଏମ୍‌ସି)କୁ ଝଟ୍‌କା ପରେ ଝଟ୍‌କା ଲାଗିଚାଲିଛି। ଜଣେ ପରେ ଜଣେ ବିଧାୟକ ଦଳରୁ ଇସ୍ତଫଶ ଦେଉଛନ୍ତି। ଶୁକ୍ରବାର ଦଳର ଅନ୍ୟ ଜଣେ ବିଧାୟକ ଶୀଳଭଦ୍ର ଦତ୍ତ ଦଳରୁ ଇସ୍ତଫା ଦେଇଛନ୍ତି। ୨୪ ପରଗଣା ଜିଲାର ବାରାକପୁରର ବିଧାୟକ ଶୀଳଭଦ୍ର ଦତ୍ତ ତାଙ୍କ ଇସ୍ତଫା ପତ୍ରକୁ ଦଳର ମୁଖ୍ୟ ମମତା ବାନାର୍ଜୀଙ୍କ ନିକଟକୁ ପଠାଇଛନ୍ତି। ନିକଟରେ ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଦଳ ଛାଡିଥିଲେ। ଏଭଳି ପରିସ୍ଥିତିରେ କ୍ରମାଗତ ଦୁଇ ଦିନ ଧରି ଟିଏମସି ପାଇଁ ଏହା ଦ୍ୱିତୀୟ ବଡ଼ ଝଟ୍‌କା। ସୂଚନାଯୋଗ୍ୟ, ଶୀଳଭଦ୍ର ଦତ୍ତ ପ୍ରଶାନ୍ତ କିଶୋରଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଗତ କିଛି ଦିନ ହେବ ଟିଏମସି କିଛି ନେତା ମିଶି ଏକ ସାମ୍ମୁଖ୍ୟ ଖୋଲିଛନ୍ତି, ଏଭଳି ପରିସ୍ଥିତିରେ ଜଣେ ପରେ ଜଣେ ନେତା ଇସ୍ତଫା ଦେଉଛନ୍ତି। ପାର୍ଟିରେ ଏହି ହଲ୍‌ଚଲ୍‌ ମଧ୍ୟରେ ମମତା ବାନାର୍ଜୀ ଶୁକ୍ରବାର ଏକ ବୈଠକ ଡାକିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri