ଆସୁଛି ଲଘୁଚାପ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ବଳୟ ସୃଷ୍ଟି ହୋଇଛି । ଏହା ୧୭ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରବିବାର ପୂର୍ବାନୁମାନ କରାଯାଇଛି।

ଲଘୁଚାପ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ଛତିଶଗଡ଼, ପୂର୍ବ ଗୁଜୁରାଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖ ପର୍ଯ଼୍ୟନ୍ତ ଓଡ଼ିଶାର ଦକ୍ଷିଣ, ପଶ୍ଚିମ, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ପାଣିପାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri