Posted inଖେଳ

‘ମୁଁ ଖେଳାଳିଙ୍କୁ ଭିକ ମାଗିପାରିବି ନାହିଁ’

ପୋର୍ଟ ଅଫ୍‌ ସ୍ପେନ୍‌,୧୦।୮: ୱେଷ୍ଟଇଣ୍ଡିଜ ଅପେକ୍ଷା କାରିବିଆନ ଦେଶଗୁଡିକର ଖେଳାଳିମାନେ ଫ୍ରାଞ୍ଚାଇଜ ଲିଗ ଖେଳିବାକୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ୱେଷ୍ଟଇଣ୍ଡିଜ ମୁଖ୍ୟ କୋଚ ଫିଲ ସିମନ୍ସ କହିଛନ୍ତି। ଖେଳାଳିଙ୍କୁ ଦେଶ ପାଇଁ ଖେଳିବାକୁ ବାଧ୍ୟ କରାଯିବା ଆଦୌ ଉଚିତ୍‌ ନୁହେଁ। ମୁଁ ଏମିତି ଭିକ ମାଗି ପାରିବି ନାହିଁ। ଅଧିକାଂଶ ୱେଷ୍ଟଇଣ୍ଡିଜ କ୍ରିକେଟରମାନେ ଫ୍ରାଞ୍ଚାଇଜ ଲିଗରେ ଖେଳୁଛନ୍ତି। ଏଥିପାଇଁ ଆହତ ହୋଇଛନ୍ତି। ଫଳରେ କ୍ରିକେଟ ବୋର୍ଡ ଆଗାମୀ ଟି-୨୦ ବିଶ୍ୱକପ ପାଇଁ ସର୍ବଶ୍ରେଷ୍ଠ ଦଳ ବାଛିବା ପାଇଁ ଅସୁବିଧା ଭୋଗିବାକୁ ପଡୁଛି ବୋଲି ସିମନ୍ସ କହିଛନ୍ତି।
ନିକଟରେ ଭାରତ ବିପକ୍ଷ ଟି-୨୦ ସିରିଜରେ ୱେଷ୍ଟଇଣ୍ଡିଜ ୧-୪ ପରାଜୟର ସମ୍ମୁଖୀନ ହୋଇଥିଲା। ଟି-୨୦ ବିଶ୍ୱକପ ପୂର୍ବରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଓ୍ବେଷ୍ଟଇଣ୍ଡଜ୍‌କୁ ତିନି ମ୍ୟାଚ ବିଶିଷ୍ଟ ସିରିଜ ଖେଳିବାକୁ ପଡିବ।
ଓ୍ବେଷ୍ଟଇଣ୍ଡଜ୍ର ମୁଖ୍ୟ ଚୟନକର୍ତ୍ତା ଡେସମଣ୍ଡ ହେନ୍ସ ରସେଲ କହିଛନ୍ତି, ମୁଁ ଯେତିକି ଜାଣେ,ଖେଳାଳିମାନେ ନିଜକୁ ଉପଲବ୍ଧ କରାଇ ନାହାଁନ୍ତି। ମୁଁ ଚାହେଁ, ଦେଶର ପ୍ରତ୍ୟେକ ଖେଳାଳି ୱେଷ୍ଟଇଣ୍ଡିଜ ପାଇଁ ଖେଳନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri