Posted inଖେଳ

କ୍ରିକେଟ ଜଗତକୁ ଝଟ୍‌କା, ୫୧ଟି ଶତକ ଲଗାଇଥିବା ମହାନ ବ୍ୟାଟ୍ସମ୍ୟାନଙ୍କ ପରଲୋକ

କ୍ରିକେଟ ଜଗତର ମହାନ ଖେଳାଳି ଓ୍ବେଷ୍ଟଇଣ୍ଡିଜର ସାର୍‌ ଏଭର୍ଟନ ଓ୍ବିକ୍ସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର ଗଡ୍‌ଫାଦର୍‌ ଭାବେ ଜଣାଶୁଣା ଓ୍ବିକ୍ସ ୧୦ ବର୍ଷ ଧରି ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ସେ ୪୮ଟି ଟେଷ୍ଟ ଖେଳି ୫୮.୬୧ ହାରରେ ୪ ହଜାର ୪୫୫ ରନ୍‌ କରିଥିଲେ। ଟେଷ୍ଟ କ୍ରିକେଟରେ ତାଙ୍କ ସର୍ବାଧିକ ୨୦୭ ରନ୍‌ ଥିଲା। ସେ ୧୫ଟି ଶତକ ମଧ୍ୟ ହାସଲ କରିଥିଲେ। ସେଥିମଧ୍ୟରୁ ୧୫ଟି ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ହୋଇଥିବାବେଳେ ବାକି ୩୬ଟି ପ୍ରଥମ ଶ୍ରେଣୀ କ୍ରିକେଟରେ ଅର୍ଜନ କରିଥିଲେ। ସେ ୧୫୨ଟି ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଛନ୍ତି। ୧୯୪୮ ମାର୍ଚ୍ଚରୁ ଡିସେମ୍ବର ମଧ୍ୟରେ ଓ୍ବିକ୍ସ ଲଗାତର ୫ଟି ଶତକ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri