Posted inଖେଳ

କ୍ରିକେଟ ଜଗତକୁ ଝଟ୍‌କା, ୫୧ଟି ଶତକ ଲଗାଇଥିବା ମହାନ ବ୍ୟାଟ୍ସମ୍ୟାନଙ୍କ ପରଲୋକ

କ୍ରିକେଟ ଜଗତର ମହାନ ଖେଳାଳି ଓ୍ବେଷ୍ଟଇଣ୍ଡିଜର ସାର୍‌ ଏଭର୍ଟନ ଓ୍ବିକ୍ସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର ଗଡ୍‌ଫାଦର୍‌ ଭାବେ ଜଣାଶୁଣା ଓ୍ବିକ୍ସ ୧୦ ବର୍ଷ ଧରି ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ସେ ୪୮ଟି ଟେଷ୍ଟ ଖେଳି ୫୮.୬୧ ହାରରେ ୪ ହଜାର ୪୫୫ ରନ୍‌ କରିଥିଲେ। ଟେଷ୍ଟ କ୍ରିକେଟରେ ତାଙ୍କ ସର୍ବାଧିକ ୨୦୭ ରନ୍‌ ଥିଲା। ସେ ୧୫ଟି ଶତକ ମଧ୍ୟ ହାସଲ କରିଥିଲେ। ସେଥିମଧ୍ୟରୁ ୧୫ଟି ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ହୋଇଥିବାବେଳେ ବାକି ୩୬ଟି ପ୍ରଥମ ଶ୍ରେଣୀ କ୍ରିକେଟରେ ଅର୍ଜନ କରିଥିଲେ। ସେ ୧୫୨ଟି ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଛନ୍ତି। ୧୯୪୮ ମାର୍ଚ୍ଚରୁ ଡିସେମ୍ବର ମଧ୍ୟରେ ଓ୍ବିକ୍ସ ଲଗାତର ୫ଟି ଶତକ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶଶି ମୁକୁନ୍ଦ ଫାଇନାଲରେ

ବାଓଟୋ (ଚାଇନା), ୩୧ା୮ (ପି.ଟି.)-ଭାରତୀୟ ଟେନିସ ଖେଳାଳି ଶଶି କୁମାର ମୁକୁନ୍ଦ ତାଙ୍କ କ୍ୟାରିୟରରେ ପ୍ରଥମ ଥର ଏକ ଏଟିପି ଚ୍ୟାଲେଞ୍ଜର ଟୁରରେ ଫାଇନାଲକୁ ଉନ୍ନୀତ...

ରୋମାଞ୍ଚକ ଆଶେସ୍‌

ଦୀର୍ଘ ୪୭ ବର୍ଷ ପରେ ହାଇପ୍ରୋଫାଇଲ ଆଶେସ ସିରିଜ ଅମୀମାଂସିତ ଭାବେ ଶେଷ ହୋଇଛି। ଏଥର ଆଶେସ ଅସାଧାରଣ ପ୍ରଦର୍ଶନ ପାଇଁ ନୁହଁ ବରଂ ରୋମାଞ୍ଚ...

ଦଶନ୍ଧିର ଦିନିକିଆ, ଟି୨୦ ଦଳରେ ଧୋନୀ, ଟେଷ୍ଟରେ କୋହଲିଙ୍କୁ ନେତୃତ୍ୱ

ନୂଆଦିଲ୍ଲୀ,୨।୧(ପି.ଟି.)- ଇଏସ୍‌ପିଏଏନ୍‌ କ୍ରିକ୍‌ଇନ୍‌ଫୋ ତରଫରୁ ଗତ ଏକ ଦଶନ୍ଧିର ଦିନିକିଆ, ଟି୨୦ ଓ ଟେଷ୍ଟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟି୨୦ ଦଳରେ ମହେନ୍ଦ୍ର...

ଅଲିମ୍ପିକ୍ସ ପୂର୍ବରୁ ପ୍ରି କ୍ୱାର୍ଟରରେ ୪ ଭାରତୀୟ ବକ୍ସର

ଟୋକିଓ,୨୨।୭: ଜାପାନର ରାଜଧାନୀରେ ଶୁକ୍ରବାର ଆରମ୍ଭ ହେବାକୁ ଯାଉଛି ଟୋକିଓ ଅଲିମ୍ପିକ୍ସ। ଏହି କ୍ରୀଡ଼ା ମହାକୁମ୍ଭ ହେବା ଆଗରୁ ୪ ଭାରତୀୟ ବକ୍ସର ବାୟ ପାଇ...

ଲଙ୍କା ପ୍ରିମିୟର ଲିଗ୍‌କୁ ଅଧାରୁ ଛାଡ଼ି ପାକିସ୍ତାନ ଫେରିଲେ ଶାହିଦ ଆଫ୍ରିଦି

ନୂଆଦିଲ୍ଲୀ,୩।୧୨: ପାକିସ୍ତାନର ପୂର୍ବ ଅଲରାଉଣ୍ଡର ଶାହିଦ ଆଫ୍ରିଦି ଲଙ୍କା ପ୍ରିମିୟର ଲିଗ୍‌(ଏଲ୍‌ପିଏଲ୍‌)କୁ ଅଧାରୁ ଛାଡ଼ି ଦେଶକୁ ଫେରିଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଏପରି କରୁଥିବା ଟୁଇଟ୍‌...

ଫ୍ରେଞ୍ଚ୍‌ ଓପନ୍‌ ଟେନିସ୍‌ଜୋକୋଭିଚ୍‌, ନିଶିକୋରି ବିଜୟୀ

ପ୍ୟାରିସ,୩ା୬-ଟପ୍‌ ସିଡ୍‌ ତଥା ନୋଭାକ୍‌ ଜୋକୋଭିଚ୍‌, ଜାପାନର କେଇ ନିଶିକୋରି ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ସେ...

ମ୍ୟାଚ୍‌ ଦେଖିବାକୁ ଆସିଥିବା ଯୁବତୀଙ୍କ ପ୍ରେମରେ ପଡ଼ିଯାଇଥିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ, ୨୮।୭: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର୍‌ ତଥା ମହାନ ବ୍ୟାଟ୍ସମ୍ୟାନ ରିକି ପଣ୍ଟିଂଙ୍କୁ କ୍ରିକେଟ୍‌ ଇତିହାସର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବେ ବିବେଚନା କରାଯାଏ। ପଡ଼ିଆରେ...

ଲକ୍ଷ୍ୟ ଏସିଆନ ଜୁନିୟର

ଭୁବନେଶ୍ୱର, ୨୯।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୭ମ ଦିବସରେ ଓଡ଼ିଶାକୁ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ଓ ୧ ବ୍ରୋଞ୍ଜ ପଦକ...

Advertisement
Archives

Model This Week