Posted inଖେଳ

ରୋଚ୍‌ଙ୍କ ଜନ୍ମଦିନ ପାଳିଲେ ଓ୍ବେଷ୍ଟଇଣ୍ଡିଜ ଖେଳାଳି

ଲଣ୍ଡନ, ୨।୭- କରୋନା ଭାଇରସ ସଂକ୍ରମଣ ଯୋଗୁ ଅଧିକ ବ୍ୟକ୍ତି ଗୋଟିଏ ସ୍ଥାନରେ ଏକତ୍ରିତ ହେବା କିମ୍ବା କୌଣସି କାର୍ଯ୍ୟକ୍ରମ କରିବାକୁ ବାରଣ କରାଯାଇଛି। ଏ କ୍ଷେତ୍ରରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଏପରି ନିୟମ ପାଳନ କରି ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ସ୍ପିଡ୍‌ଷ୍ଟର କେମର ରୋଚ୍‌ଙ୍କ ଜନ୍ମଦିନ ବୁଧବାର ପାଳନ କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଏହାର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ରୋଚ୍‌ଙ୍କ ଜନ୍ମଦିନ ପାଳନ ସମ୍ପର୍କିତ ଏକ ଭିଡିଓ ଶେୟାର କରାଯାଇଛି। ସେଠାରେ ସମସ୍ତ ଖେଳାଳି ଓ ସଦସ୍ୟମାନେ ସାମାଜିକ ଦୂରତ୍ୱ ବଜାୟ ରଖିଥିବା ଦେଖାଯାଉଛି। ଓ୍ବେଷ୍ଟଇଣ୍ଡିଜ ଦଳ ସମ୍ପ୍ରତି ଟେଷ୍ଟ ସିରିଜ ଖେଳିବା ପାଇଁ ଇଂଲଣ୍ଡରେ ଅଛି। ସାଉଥାମ୍ପଟନଠାରେ ପ୍ରଥମ ଟେଷ୍ଟ ଜୁଲାଇ ୮ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜ ପାଇଁ ୧୪ ଜଣିଆ ଓ୍ବେଷ୍ଟଇଣ୍ଡିଜ ଦଳ ଏବଂ ୧୧ ଜଣ ରିଜର୍ଭ ଖେଳାଳି ଜୁନ ୯ରେ ଇଂଲଣ୍ଡରେ ପହଞ୍ଚତ୍ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାଚ୍‌ ପରେ ‘ସଫ୍ଟ ସିଗ୍‌ନାଲ୍‌’କୁ ନେଇ ରାଗିଯାଇ ଏଭଳି କହିଲେ କୋହଲି

ନୂଆଦିଲ୍ଲୀ,୧୯।୩: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ତୃତୀୟ ଅମ୍ପାୟାରଙ୍କ ଏକାଧିକ ଭୁଲ ନିଷ୍ପତ୍ତି ଅନେକଙ୍କୁ ଚକିତ କରିଥିଲା। ବିଶେଷକରି ଭଲ ଖେଳୁଥିବା ସୂର୍ଯ୍ୟକୁମାର ଯାଦବଙ୍କ...

ଗୁଜରାଟ ଆଗରେ ୧୩୪ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୫।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୨ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ଗୁଜରାଟ ଟାଇଟନ୍ସ ମଧ୍ୟରେ ଖେଳାଯାଉଛି। ଚେନ୍ନାଇ...

ଭାରତରେ ହେଉଥିଲେ ଅଣଦେଖା; ଏବେ ଅନ୍ୟ ଦେଶରେ ୧୦ ଛକା, ୩୦ ଚୌକା ସହ ୩୦୪ ରନ୍‌ କଲେ ଏହି କ୍ରିକେଟର୍‌

ଓ୍ବାଶିଂଟନ୍‌,୯।୯ ଆମେରିକାର ମାଇନୋର କ୍ରିକେଟ ଲିଗରେ ସିଲିକନ ଭ୍ୟାଲି ଷ୍ଟ୍ରାଇକର୍ସ ପାଇଁ ଖେଳୁଥିବା ଉନ୍ମୁକ୍ତ ଚାନ୍ଦଙ୍କ ଚମତ୍କାର ବ୍ୟାଟିଂ କରୁଛନ୍ତି। ଉନ୍ମୁକ୍ଟ ଏବେ ଚମତ୍କାର ଫର୍ମରେ...

ଆଇପିଏଲ୍‌ ୧୩

୨୦୦୮ ରୁ ଆରମ୍ଭ ହୋଇଥିବା ବିଶ୍ୱର ସର୍ବଶ୍ରେଷ୍ଠ ଟି୨୦ ପ୍ରତିଯୋଗିତା ଇଣ୍ଡିଆନ ପ୍ରିମୟିର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଭାରତୀୟ କ୍ରିକେଟ...

ଅଳ୍ପ ଦର୍ଶକ ଓ ଜୈବ ସୁରକ୍ଷିତ ପରିବେଶରେ ଅଷ୍ଟ୍ରେଲିଆ ଓପନ୍‌ ଖେଳାଯିବ

ମେଲବୋର୍ନ,୨୫।୭(ଏପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ ଆୟୋଜନ ନେଇ ଏବେଠାରୁ ଆୟୋଜକମାନେ ଯୋଜନା ସ୍ଥିର କଲେଣି। ଏହି ଟୁର୍ନାମେଣ୍ଟର ଆଗାମୀ ୨୦୨୧ ସଂସ୍କରଣ...

ପିତା ହେଲେ ବିରାଟ କୋହଲି

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ସୋମବାର ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା...

ଗୋଆରେ ଖେଳାଯିବ ଆଇଏସ୍‌ଏଲ ଫାଇନାଲ

ମୁମ୍ବାଇ,୨୩ା୨(ପି.ଟି.)- ଗୋଆର ମାର୍ଗାଓଠାରେ ଚଳିତ ସିଜନରେ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ଫାଇନାଲ ଖେଳାଯିବ। ଏ ନେଇ ସ୍ପୋଟର୍‌ସ ଡେଭଲପମେଣ୍ଟ ଲିମିଟେଡ୍‌ସ ଫାଉଣ୍ଡିଂ ମୁଖ୍ୟ ନିତା...

ବିରାଟ କୋହଲିଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଦୁବାଇ,୩୧।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆଜିର ମ୍ୟାଚ ସେମିଫାଇନାଲରେ ପହଞ୍ଚିବା ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି। ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରୁ...

Advertisement
Archives

Model This Week