Posted inଖେଳ

ଟସ୍‌ ଜିତିଲେ ପୋଲାର୍ଡ; ବ୍ୟାଟିଂ କରିବ ଭାରତ

କୋଲକାତା, ୧୮।୨: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ କୋଲକାତାର ଇଡେନ ଗାର୍ଡେନ୍ସରେ ଶୁକ୍ରବାର ଖେଳାଯାଉଛି। ଏଥିରେ ଭ୍ରମଣକାରୀ ଟିମ୍‌ ଅଧିନାୟକ କିରନ୍‌ ପୋଲାର୍ଡ ଟସ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅର୍ଥାତ ଟସ ହାରିଥିବା ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବ।

କୋଲକାତା ମଇଦାନରେ ପୋଲାର୍ଡ ନିଜର ୧୦୦ତମ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ ଖେଳୁଛନ୍ତି। ୱେଷ୍ଟଇଣ୍ଡିଜ ନିଜ ଟିମ୍‌ରେ ଗୋଟିଏ ପରିବର୍ତ୍ତନ କରିଥିବା ବେଳେ ଭାରତୀୟ ଦଳ ତା’ର ଏକାଦଶ ଅପରିବର୍ତ୍ତିତ ରଖିଛି।

ପ୍ରଥମ ମ୍ୟାଚରେ ଭାରତ ୫ ଉଇକେଟରେ ୱେଷ୍ଟଇଣ୍ଡିଜକୁ ହରାଇ ସିରିଜରେ ୧-୦ ଆଗୁଆ ରହିଛି। ଏହି ମ୍ୟାଚ ଜିତି ଭାରତ ସିରିଜ ହାତେଇବାକୁ ଲକ୍ଷ୍ୟ ରଖିଛି। ଅନ୍ୟପକ୍ଷରେ ୱେଷ୍ଟଇଣ୍ଡିଜ ପାଇଁ ଆଜିର ମ୍ୟାଚ ‘କର ବା ମର’ ପରିସ୍ଥିତି। ଏଥିରେ ଦ୍ୱିତୀୟ ମ୍ୟାଚ୍‌ ଜିତି କ୍ୟାରିବିଆନ ଟିମ୍‌ ସିରିଜକୁ ଫେରିବାକୁ ଚାହିଁବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡ଼ିଆରେ ‘ଫ୍ଲାଇଙ୍ଗ୍‌ କିସ୍‌’ ଦେଲେ କୋହଲି

ବର୍ମିଂହାମ,୪।୭: ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି...

ଜାଡେଜାଙ୍କୁ ଅନ୍‌ଫଲୋ କଲା ଚେନ୍ନାଇ

ମୁମ୍ବାଇ,୧୨।୫: ଗତ ୧୦ ବର୍ଷ ହେଲା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇରହିଥିବା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଇନ୍‌ଷ୍ଟାଗ୍ରାମରେ ଅନ୍‌ଫଲୋ କରି ଦେଇଛି...

ବିରଳ ସଫଳତାର ଅଧିକାରୀ ହେବେ ଆକସ୍ମିକ ଅଧିନାୟକ ପେନ୍‌

ଲଣ୍ଡନ,୧୧।୯ (ଏଏଫ୍‌ପି)- ଆକସ୍ମିକ ଭାବେ ଅଷ୍ଟ୍ରେଲିଆ ଦଳର ନେତୃତ୍ୱ ପାଇଥିବା ଟିମ୍‌ ପେନ୍‌ ଏବେ ଏକ ବିରଳ ସଫଳତାର ଅଧିକାର ହେବାକୁ ଯାଉଛନ୍ତି। ପୂର୍ବରୁ ଯାହା...

ଓ୍ବାଲର୍‌ଡ ଓପନ ଅନ୍‌ଲାଇନ୍‌ ଚେସ୍‌: ଭାରତୀୟ ଜିଏମ୍‌ ଇନିୟାନଙ୍କୁ ଟାଇଟଲ

ଚେନ୍ନାଇ, ୪।୯(ପି.ଟି.)- ଭାରତୀୟ ଗ୍ରାଣ୍ଡମାଷ୍ଟର(ଜିଏମ୍‌) ପି. ଇନିୟାନ ସମ୍ମାନଜନକ ଓ୍ବାଲର୍‌ଡ ଓପନ ଅନ୍‌ଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟରେ ଟାଇଟଲ ହାସଲ କରିଛନ୍ତି। ତାମିଲନାଡ଼ୁର ଏହି ଖେଳାଳି ସମ୍ଭାବ୍ୟ...

ହକି ବିଶ୍ୱକପ୍‌ରେ ଭାରତୀୟ ଟିମ୍‌କୁ ଚାମ୍ପିୟନ୍‌ କରିପାରନ୍ତି ଏହି ୫ ଖେଳାଳି…

ନୂଆଦିଲ୍ଲୀ,୧୧।୧: ହକି ବିଶ୍ୱକପ୍‌ ୨୦୨୩ ଆରମ୍ଭ ଜାନୁୟାରୀ ୧୩ ଶୁକ୍ରବାରଠାରୁ ହେବାକୁ ଯାଉଛି। ଚଳିତ ବର୍ଷ ଏହି ଟୁର୍ନାମେଣ୍ଟ ଭାରତରେ ଖେଳାଯାଉଛି। ଏଣୁ ଭାରତୀୟ ଟିମ୍‌...

ନୂଆ ଖେଳାଳିଙ୍କୁ ମିଳିଲା ଭଗବାନଙ୍କଠାରୁ ଶୁଭେଚ୍ଛା

ନୂଆଦିଲ୍ଲୀ, ୨୧।୨: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି ୩ ନୂଆ ଖେଳାଳି। ସେମାନେ...

ଭାରତୀୟ ବ୍ୟାଡ୍‌ମିଣ୍ଟନ ମୁଖ୍ୟ ହିମନ୍ତ ବିଏସି ଉପସଭାପତି

ନୂଆଦିଲ୍ଲୀ,୨୬।୫(ପିଟି)- ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବିଏଆଇ)ର ସଭାପତି ହିମନ୍ତ ବିଶ୍ୱଶର୍ମା ବ୍ୟାଡ୍‌ମିଣ୍ଟନ ଏସିଆ କାଉନସିଲ(ବିଏସି)ର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୫୦ ବର୍ଷୀୟ କ୍ରୀଡ଼ା...

ସ୍ତ୍ରୀଙ୍କୁ ‘ସ୍ବତନ୍ତ୍ର ଉପହାର’ ଦେଲେ ସୂର୍ଯ୍ୟକୁମାର

ଜୟପୁର,୧୮।୧୧: ଭାରତୀୟ କ୍ରିକେଟର ନୂଆ ଯୁଗ ବିଜୟରୁ ଆରମ୍ଭ ହୋଇଥିଲା। ଟି -୨୦ ବିଶ୍ୱକପ୍‌ର ଖରାପ ପ୍ରଦର୍ଶନର ଦୁଃଖକୁ ଭୁଲି ନୂଆ କୋଚ ରାହୁଲ ଦ୍ରାବିଡ଼...

Advertisement
Archives

Model This Week