Posted inଖେଳ

ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି: ଖେଳିବେନି ଜାଡେଜା

ସେଣ୍ଟ କିଟ୍ସ,୨।୮: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ମଙ୍ଗଳବାର ତୃତୀୟ ଟି୨୦ ମୁକାବିଲା ଖେଳାଯାଉଛି। ଏଥିରେ ଭାରତ ପ୍ରଥମେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଛି। ଉଭୟ ଦଳ ଚୂଡାନ୍ତ ଏକାଦଶରେ ଗୋଟିଏ ଗୋଟିଏ ପରିବର୍ତ୍ତନ କରିଛି। ମ୍ୟାଚ୍‌ରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କୁ ବିଶ୍ରାମ ଦିଆଯାଇଛି। ତାଙ୍କ ସ୍ଥାନରେ ବ୍ୟାଟ୍ସମ୍ୟାନ୍‌ ଦୀପକ ହୁଡ୍ଡାଙ୍କୁ ସୁଯୋଗ ମିଳିଛି। ସେହିଭଳି ଓ୍ବେଷ୍ଟଇଣ୍ଡିଜ ଟିମ୍‌ରେ ଓଡିନ୍‌ ସ୍ମିଥଙ୍କ ସ୍ଥାନରେ ଡୋମିନିକ୍‌ ଡ୍ରାକସ୍‌ଙ୍କୁ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri