Posted inଖେଳ

ଟସ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

ପୋର୍ଟ ଅଫ୍‌ ସ୍ପେନ୍‌,୨୪।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ତ୍ରିନିଦାଦର ପୋର୍ଟ ଅଫ୍‌ ସ୍ପେନ୍‌ରେ ଆରମ୍ଭ ହୋଇଛି। ଓ୍ବେଷ୍ଟଇଣ୍ଡିଜ୍‌ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତ ପକ୍ଷରୁ ଆଭେଶ ଖାନ୍‌ ଏହି ମ୍ୟାଚ୍‌ରେ ଦିନିକିଆ ଡେବ୍ୟୁ କରୁଛନ୍ତି। ସେ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ଖେଳୁଛନ୍ତି।
ଶିଖର ଧାୱନଙ୍କ ଅଧିନାୟକତ୍ୱରେ ଏହି ସିରିଜ ଖେଳୁଥିବା ଟିମ ଇଣ୍ଡିଆ ପ୍ରଥମ ଦିନିକିଆକୁ ୩ ରନ୍‌ରେ ଜିତିଥିଲା। ଏହା ସହିତ ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ଯଦି ଭାରତ ମଧ୍ୟ ଦ୍ୱିତୀୟ ଦିନିକିଆରେ ଜିତେ, ତେବେ ସିରିଜ୍‌ ବିଜୟୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri