୩ ଦିନିଆ କେନ୍ଦୁଝର ଗସ୍ତରେ ପଶ୍ଚିମାଞ୍ଚଳ ଡିଆଇଜି, ଜିଲାର ବିଭିନ୍ନ ଥାନାକୁ ଯାଇ କଲେ ସମୀକ୍ଷା

କେନ୍ଦୁଝର,୭।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ପଶ୍ଚିମାଞ୍ଚଳ ଡିଆଇଜି ୩ ଦିନିଆ କେନ୍ଦୁଝର ଗସ୍ତରେ ଆସି ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଛନ୍ତି। ଜିଲାର ବିଭିନ୍ନ ଥାନାକୁ ଯାଇ ଡିଆଇଜି ବ୍ରିଜେଶ କୁମାର ରୟ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକ ନିତିନ କୁଶଲକର ସମୀକ୍ଷା କରିବା ସହିତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ପୋଲିସ ସମିତି ଗଠନ କରିବା ପାଇଁ ବିଭିନ୍ନ ଗ୍ରାମ ଏବଂ ପଞ୍ଚାୟତକୁ ଯାଇ ଟ୍ରାଫିକ ନିୟମ ଏବଂ ସାଇବର କ୍ରାଇମ ଉପରେ ସଚେତନତା ମୂଳକ ପଦକ୍ଷେପ ନେବାପାଇଁ ପରାମର୍ଶ ଦେଇଛନ୍ତି। ଆଗକୁ ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ ଦୃଷ୍ଟିରୁ ସୁରକ୍ଷାକୁ କିଭଳି କଡାକଡି କରାଯିବ ସେନେଇ ଡିଆଇଜି ଗୁରୁତ୍ୱ ଦେଇଛନ୍ତି। ସେହିପରି କେନ୍ଦୁଝରରେ ପ୍ରସ୍ତାବିତ ଟ୍ରାଫିକ ପୋଲିସ ଷ୍ଟେଶନ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ମାନବ ସମ୍ବଳ ଯୋଗାଡ କରାଯାଇଛି ବୋଲି ସେ କହିଛନ୍ତି। ସେହିପରି ପ୍ରତ୍ୟେକ ଥାନା ଅଞ୍ଚଳରେ ଲୋକଙ୍କୁ ସାଇବର କ୍ରାଇମ, ଗୁଣି ଗାରେଡ଼ି, ଠକେଇ ଆଦି ଉପରେ ଲୋକଙ୍କୁ ସଚେତନ କରିବାକୁ କୁହାଯାଇଛି। ଥାନା ଅଧିକାରୀମାନେ ଏହି କାମ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri