ଶ୍ରମିକ କର୍ମଚାରୀମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦ: ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ ପକ୍ଷରୁ ବିକ୍ଷୋଭ

ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଖର୍ଚ୍ଚକାଟ ନାମରେ ଶ୍ରମିକ କର୍ମଚାରୀ ମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦରେ ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ , ଦେବଗଡ ଜିଲା ଶାଖା ପକ୍ଷରୁ ଗୁରୁବାର ଟିପିଡବ୍ଲୁଓଡିଏଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏଥିସହ ଟାଟାପାଫ୍ୱାର ଏଭଳି ଶ୍ରମିକ ମାରଣ ନୀତିର ପୁନର୍ବିଚାର ସହ ନିଷ୍ପତ୍ତିକୁ ପ୍ରତ୍ୟାହାର ନକଲେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ମହାସଂଘ ପକ୍ଷରୁ ଲିଖିତ ଚେତାବନୀ ଦିଆଯାଇଥିଲା ।

ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ, ଦେବଗଡ ଜିଲା ଶାଖାର ଡିଭିଜନାର ସମ୍ପାଦକ ପ୍ରଦ୍ୟୂମ୍ନ କୁମାର ସାମଲ ଓ ସବ ଡିଭିଜନାର ସମ୍ପାଦକ ତୁଷାରକାନ୍ତ ପ୍ରଧାନଙ୍କ ନେତୃତ୍ୱରେ ଦେବୀ ପ୍ରସାଦ ପାଲ, ଦିଗାମ୍ବର ନାଏକ, ସତ୍ୟପ୍ରିୟ ବେହେରା, ସୁରେଶ ବେହେରା, ସତ୍ୟ ନାରାୟଣ ବେହେରା , ଯୁଧିଷ୍ଠିର ପ୍ରଧାନ, ସରୋଜ ନାୟକ, ସରୋଜ ସାହୁ, ବିକାଶ ନାୟକ, ଦିଲ୍ଲିପ ଦର, ରାମଚନ୍ଦ୍ର ନାହାକ, କୁନ୍ଦନ ଦାସ, ନାରାୟଣ ବେହେରା, ଭୁପେନ ସାହୁ, ସଚ୍ଚିନ ନାୟକ ଓ ଆଲୋକ ପ୍ରଧାନଙ୍କ ସମେତ ବହୁ କର୍ମଚାରୀ ଦେବଗଡ ସ୍ଥିତ ଟିପିଡବ୍ଲୁଓଡିଏଲ କାର୍ଯ୍ୟାଳୟକୁ ଯାଇ ବିକ୍ଷୋଭ ପ୍ରଦର୍ଶନ କରିବାସହ ଟିପିଡବ୍ଲୁଓଡିଏଲର ମୂଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ବୁର୍ଲା)ଙ୍କ ଉଦ୍ଦେଶ୍ୟରେ ଟିପିଡବ୍ଲୁଓଡିଏଲର ନିର୍ବାହୀ ଯନ୍ତ୍ରୀ ରାଜୁ ସାହାଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?