Posted inଜାତୀୟ

‘୨୫ ବର୍ଷ ଧରି ସାପକୁ ଖାଇବାକୁ ଦେଇଥିଲୁ,ଏବେ ସେ ଚିତ୍କାର କରୁଛି’

ମୁମ୍ବାଇ,୩।୩: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପୂର୍ବତନ ସହଯୋଗୀ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଟାର୍ଗେଟ କରିଛନ୍ତି। ଠାକରେ କହିଛନ୍ତି, ଆମେ ୨୫ ବର୍ଷ ଧରି ଏକ ସାପକୁ ଖାଇବାକୁ ଦେଇଥିଲୁ,ଏବେ ସେହି ସାପଟି ଆମ ସାମ୍ନାରେ ଚିତ୍କାର କରୁଛି …କିନ୍ତୁ ଆମେ ଏହି ସାପକୁ ସାମ୍ନା କରିବାକୁ ପ୍ରସ୍ତୁତ ଅଛୁ। ନିକଟରେ ମୁମ୍ବାଇରେ ଅନୁଷ୍ଠିତ ଏକ ବୈଠକରେ ରାଷ୍ଟ୍ରୀୟ କଂଗ୍ରେସ ଦଳର ନେତା ତଥା ମନ୍ତ୍ରୀ ନବାବ ମଲିକଙ୍କ ଗିରଫଦାରୀ ଏବଂ ଭାଜପା ବିରୋଧରେ ଏକଜୁଟ ହେବା ଭଳି ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା।
ବୈଠକ ପୂର୍ବରୁ ଠାକରେ ବଜେଟ ଅଧିବେଶନରେ ଶତପ୍ରତିଶତ ଉପସ୍ଥାନ ନିଶ୍ଚିତ କରିବାକୁ ବିଧାୟକମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କଥା ହେଉଛି ମେରୁଦଣ୍ଡର ଅସ୍ତ୍ରୋପଚାର ପରେ ସ୍ବାସ୍ଥ୍ୟଗତ ସମସ୍ୟା ହେତୁ ଠାକରେ ଶେଷ ଅଧିବେଶନରେ ଯୋଗ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?