୪ଟାରେ ଖବରଦାତା ସମ୍ମିଳନୀ କରିବେ ବ୍ରଜଭୂଷଣ

ନୂଆଦିଲ୍ଲୀ,୨୦।୧: ଦିଲ୍ଲୀର ଜନ୍ତର ମନ୍ତରରେ କୁସ୍ତି ଯୋଦ୍ଧାଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ରେସଲିଂ ଫେଡେରେସନ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂ ଶୁକ୍ରବାର ଅପରାହ୍ନ ୪ ଟାରେ ଏକ ଖବରଦାତା ସମ୍ମିଳନୀ କରିବେ। ଏହି ସାମ୍ବାଦିକ ସମ୍ମିଳନୀ ଉତ୍ତରପ୍ରଦେଶର ଗୋଣ୍ଡାର ରେସଲିଂ ଟ୍ରେନିଂ ସେଣ୍ଟରରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଅନ୍ୟପଟେ ପ୍ରଦର୍ଶନକାରୀ ରେସଲରମାନେ ପୁଣିଥରେ କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁରଙ୍କ ସହ ଏକ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri